ବରଟୋଲି ଭାଗବତ ଅଗଣାରେ ତୁଳସୀ ପୂଜନ ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ବରଟୋଲି ସ୍ଥିତ ଭାଗବତ ଅଗଣାରେ ତୁଳସୀ ପୂଜନ ମହା ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି । ଆୟୋଜକ ବରଟୋଲି ସାଂସ୍କୃତିକ ପରିଷଦର ସଭାପତି ରମାକାନ୍ତ ସୂତାର, ଭାଗବତ ଅଗଣାର ସଭାପତି ସୁପ୍ରଭା ଆଚାର୍ଯ୍ୟ ଓ ଅନ୍ୟ ସଭ୍ୟ-ସଭ୍ୟାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି!-->…
Read More...
Read More...