ଓଡିଶାର କାଶ୍ମୀର ଦାରିଙ୍ଗବାଡ଼ିରେ ନଭେମ୍ବର ୧୫ରୁ ଖୋଲିବ ଇକୋ ରିଟ୍ରିଟ୍ : ପର୍ଯ୍ୟଟକଙ୍କ ଭିଡ଼ ଆରମ୍ଭ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବର୍ତ୍ତମାନ କନ୍ଧମାଳିଆ ଶୀତ ଓ କୁହୁଡି ଆରମ୍ଭ ହୋଇଗଲାଣି । ତେବେ ମଝିରେ ମଝିରେ ଲଘୁଚାପ ଜନିତ ବର୍ଷା ଯୋଗୁ କୁହୁଡି ଓ ଶୀତ ଛୁଇଁବାରେ ବିଳମ୍ବ ହୋଇଛି । ଶୀତର ମଜା ନେବାକୁ ଆସୁଥିବା ପର୍ଯ୍ୟଟକ ମାନେ ପ୍ରକୃତ ଶୀତକୁ ଅନୁଭବ କରି ନ ପାରି ନିରାଶ!-->…
Read More...
Read More...