Yearly Archives

2025

କୁଷ୍ଠ ରୋଗ ନିରାକରଣ କାର୍ଯ୍ୟକ୍ରମ ଓ କୁଷ୍ଠରୋଗ ଚିହ୍ନଟ ଅଭିଯାନ ସମ୍ପର୍କିତ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ କୁଷ୍ଠ ରୋଗ ନିରାକରଣ କାର୍ଯ୍ୟକ୍ରମ ଓ କୁଷ୍ଠରୋଗ ଚିହ୍ନଟ ଅଭିଯାନ ସମ୍ପର୍କିତ ଏକ ଆଲୋଚନା ବୈଠକ ଉପଜିଲ୍ଲାପାଳ ଡାଃ. ବିଜୟନନ୍ଦ ସେଠିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ବୈଠକ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା
Read More...

ପୋଲିସ ସବ୍‌-‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି,…

ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଭୁବନେଶ୍ୱର : ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ
Read More...

ବଲାଙ୍ଗିର ଦିନ ଆୟୋଜକ କମିଟିର ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ୍ ବାଳିକା ବିଦ୍ୟାଳୟ ଠାରେ ବଲାଙ୍ଗିର ଦିନ ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଦିନ ଆୟୋଜକ କମିଟି ପକ୍ଷରୁ ଆୟୋଜିତ ହେବାକୁ ଥିବା ସପ୍ତାହ ବ୍ୟାପୀ
Read More...

୧୧ ତମ ଭୀମପାହାଡ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗିରର ଏକତା କଳାପରିଷଦ ଓ ମଳମଣ୍ଡାର ବଜାଶାଳ ଦ୍ୱାରା ଦୁଲୁକିଲା ମଞ୍ଚ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଭୀମପାହାଡ ପାଦଦେଶରେ ଗିରିଗୋବର୍ଦ୍ଧନ ପୂଜା ଉପଲକ୍ଷେ ୪ ଦିନ ଧରି ଅନୁଷ୍ଠିତ ହେବାକୁଥିବା
Read More...

ଭୁବନେଶ୍ୱର ସୈନିକ ସ୍କୁଲରେ ପାଠ ପଢ଼ିବାର ସୁଯୋଗ

• ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ନିମନ୍ତେ ଅନଲାଇନ ଆବେଦନ ଆହ୍ୱାନ• ବର୍ଷ ଜାନୁଆରୀ ମାସରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ଭୁବନେଶ୍ୱର, (ପିଆଇବି) : ୨୦୨୬-୨୭ ଶିକ୍ଷା ବର୍ଷ ଲାଗି ଭୁବନେଶ୍ୱର ସୈନିକ ସ୍କୁଲରେ ନାମ ଲେଖାଇବା ନିମନ୍ତେ ପ୍ରବେଶିକା ପରୀକ୍ଷାରେ
Read More...

ଏଆଇ-ଚାଳିତ ଶିକ୍ଷା ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରୁଛି ଏସଓଏଆର

● ଏହି ଡିଜିଟାଲ୍ ଦୁନିଆରେ ଭବିଷ୍ୟତ ପାଇଁ ପ୍ରସ୍ତୁତ ଭାରତକୁ ସକ୍ଷମ କରିବା ପାଇଁ ସ୍କିଲିଂ ଫର୍ ଏଆଇ ରେଡିନେସ୍ (ଏସଓଏଆର) ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଲକ୍ଷ୍ୟ ରଖିଛି ।● ଏସଓଏଆର ଛାତ୍ରଛାତ୍ରୀମାନଙ୍କ ପାଇଁ ୩ଟି ଟାରଗେଟ୍
Read More...

ରାଜ୍ୟ ବାହାରକୁ ଫେରାର ବେଳେ ମାଡି ବସିଲା ପୋଲିସ, ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରିଥିବା ଜଣାପଡିଛି । ସେଠାରେ ଜାମିନ ନାମାଞ୍ଜୁର ହେବାରୁ
Read More...

ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ସହ ସହାୟତା ଦାବୀ ନେଇ ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକୀ ପଞ୍ଚାୟତ ବାଙ୍କେଲ ଗ୍ରାମକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରି ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ବୁଧବାର ତହସିଲଦାର ଓ କୃଷି ବିଭାଗର ଦ୍ୱାରସ୍ଥ ହୋଇଛନ୍ତି । ଗ୍ରାମବାସୀଙ୍କ ଲିଖିତ ଅଭିଯୋଗ ମୁତାବକ
Read More...

ଖପ୍ରାଖୋଲ ପୋଲିସର ସଚେତନ ଅଭିଯାନ : ନାବାଳକ ଓ ନାବାଳିକା ସହ ୧୧ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ପୋଲିସ ତାଙ୍କ ସଚେତନତା ଓ ଦୃଢ଼ ତଦନ୍ତ ଯୋଗୁଁ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି । ବୁଧବାର ହରିଶଙ୍କର ଛକ ନିକଟରେ ଅଭିଯାନ ଚଲାଇ ପିଙ୍କି ବସରୁ ୧୧ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଉଦ୍ଧାର ହୋଇଥିବା ମଧ୍ୟରୁ କିଛି ନାବାଳକ ଓ
Read More...

ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ବୈଠକ ଗୃହ ଠାରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ପାଳନ ସମାରୋହ ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ ଉପସ୍ଥିତ ଥିଲେ । ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ
Read More...