ଶହେ ବର୍ଷ ପୂର୍ତ୍ତି ଅବସରରେ କମ୍ୟୁନିଷ୍ଟ ପାର୍ଟିର ରାଜ୍ୟସ୍ତରୀୟ ବିଶାଳ ସମାବେଶ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଶତବାର୍ଷିକୀ ସମାରୋହ ପାଳନ ଅବସରରେ ରାଜ୍ୟସ୍ତରୀୟ ବିଶାଳ ଜନ ସମାବେଶ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଲୱେର୍ ବସଷ୍ଟାଣ୍ଡ ଠାରେ ବର୍ଣ୍ଣାଢ଼୍ୟ ସମାରୋହରେ ମଙ୍ଗଳବାର ଆୟୋଜିତ ହୋଇଯାଇଛି । ଭାରତୀୟ!-->…
Read More...
Read More...