ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିନ୍ଦୁରବାହାଲ ଶିବ ମନ୍ଦିର ପରିସରରେ କାର୍ଯ୍ୟକାରୀ ସଭାପତି ମଧୁ ମିର୍ଦ୍ଧାଙ୍କ ତତ୍ତ୍ୱାବଧାନରେ ସର୍ବ ଭାରତୀୟ ଅବସରପ୍ରାପ୍ତ କେନ୍ଦ୍ର କର୍ମଚାରୀ ସଂଘ ବଲାଙ୍ଗିର ଶାଖା ବଲାଙ୍ଗିର ଦ୍ୱାରା ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...