ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପାଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି । ପୁରୁଭଟ୍ଟା ଆଞ୍ଚଳିକ ସାଧନ!-->…
Read More...
Read More...