ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ପ୍ରୋତ୍ସାହନ ଲାଗି ୟୁନେସ୍କୋ ଏବଂ ଆରଆଇଇ ଭୁବନେଶ୍ବର ମଧ୍ୟରେ ବୁଝାମଣା
ନୂଆଦିଲ୍ଲୀ, (ପିଆଇବି) : ୟୁନେସ୍କୋର ଦକ୍ଷିଣ ଏସିଆ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆରଆଇଇ) ମଧ୍ୟରେ ପ୍ରାକ-ସେବା ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥାରେ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ଏକୀକୃତ କରିବା ଲାଗି ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି ।!-->…
Read More...
Read More...