ଆଇସିଏଆର-ସିଫା ଠାରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ୨୦୨୫ ଆୟୋଜନ କରିବ କେନ୍ଦ୍ର ମତ୍ସ୍ୟପାଳନ ମନ୍ତ୍ରଣାଳୟ
ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗସ୍ଥିତ ଆଇସିଏଆର-କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ପ୍ରତିଷ୍ଠାନ (ସିଫା) ପରିସରରେ ଆସନ୍ତା ୧୦ ତାରିଖରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ୨୦୨୫ ଆୟୋଜନ କରାଯିବ । ଭାରତ ସରକାରଙ୍କ ମତ୍ସ୍ୟପାଳନ, ପ୍ରାଣୀ ସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ!-->…
Read More...
Read More...