Yearly Archives

2025

ଦକ୍ଷିଣ ଭାରତରେ ପ୍ରସିଦ୍ଧ ବୋମୁଲୁ ଗୋଲୁ ପୂଜା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଭାରତରେ ପ୍ରସିଦ୍ଧ ବୋମୁଲୁ-ଗୋଲୁ ପୂଜା ଏକ ନିଆରା ପରମ୍ପରା । ଏହା ଏକ ଦାକ୍ଷିଣାତ୍ୟା ସଂସ୍କୃତି ସମ୍ପନ୍ନ ପ୍ରାଚୀନ କାଳରୁ ଆଧୁନିକ ସମୟରେ ମଧ୍ୟ ବେଶ୍ ପ୍ରଚଳିତ ହୋଇଆସିଅଛି । ଏହି ପୂଜା ନବରାତ୍ର ପୂଜା ଅବସରରେ ବିଜୟା ଦଶମୀ ପର୍ଯ୍ୟନ୍ତ
Read More...

ଦେହେଲିରେ ମର୍ମନ୍ତୁଦ କାର ଦୁର୍ଘଟଣା : ଜଣେ ମୃତ, ୫ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ୨୬ ନମ୍ବର ରାଜ୍ୟ ରାଜପଥର ଦେହେଲି ନିକଟରେ ଆଜି ସକାଳୁ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ସୂଚନା ଅନୁସାରେ
Read More...

ପାଇକମାଲରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳାରେ ବରିଷ୍ଠ ନାଗରିକ ସଂଘର ସଭାପତି ହାଡୁ ସାହୁଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଘରେ ୩୦ ଜଣ ବରିଷ୍ଠ ନାଗରିକ ନୂତନ ଭାବରେ ଯୋଗଦାନ କରିଥିଲେ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଦୁଇ ଟ୍ରକ୍‌ ଧକ୍କାରେ ୩ ଗୁରୁତର

ବରଗଡ, (ମୁନ୍ନା ସାହୁ) : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ ଟ୍ରକ୍‌ ଧକ୍କାରେ ୩ ଗୁରୁତର । ସୂଚନା ଅନୁସାରେ ଆଜି ଭୋର୍‌ ସକାଳ ୪ଟାରେ ଘୁଲିପାଲି ଛକରେ ଦୁଇ ଟ୍ରକ ମଧ୍ୟରେ ଦୁର୍ଘଟଣା ହୋଇଥିବା ବେଳେ ଉଭୟ ଟ୍ରକର ଡ୍ରାଇଭର ଓ ହେଲ୍ପର ଗୁରୁତର ଆହତ ହୋଇଛନ୍ତି । ଘୁଲିପାଲି ଛକରେ ଥିବା ସ୍ପିଡ଼
Read More...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ

ମ.ରାମପୁର, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ଥ ମୋ' ଭାରତ କଳାହାଣ୍ଡି ଶାଖା ତରଫରୁ ଆଜି ମ.ରାମପୁର ବ୍ଲକ ରାମକ୍ରୀଷ୍ଣା ଅନାଥ ଆଶ୍ରମ ପରିସରରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି । ବରିଷ୍ଠ ନାଗରିକମାନଙ୍କର ଅବଦାନ, ଜ୍ଞାନ,
Read More...

ମାଣ୍ଡୋସିଲ ସାର୍ବଜନୀନ ଦୁର୍ଗାପୂଜାରେ ନବ କୁମାରୀ ପୂଜନ : ଆସନ୍ତାକାଲି ରାବଣ ପୋଡ଼ି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲରେ ହେଉଥିବା ୭୪ତମ ସାର୍ବଜନୀକ ଦୁର୍ଗାପୂଜାରେ ମଙ୍ଗଳବାର ମା'ଙ୍କ ଅଷ୍ଟମୀ ବିହିତ ପୂଜା, ହୋମ, ଆରତୀ ହୋଇଥିବା ବେଳେ ବୁଧବାର ନବମୀ ବିହିତ ପୂଜା, ନବ କୁମାରୀ ପୂଜନ, ହୋମ ଆରତୀ ହୋଇଯାଇଛି । ଆଜି ସନ୍ଧ୍ୟାରେ
Read More...

ପଦ୍ମପୁର ରାଜବାଟୀ ଦୁର୍ଗାପୂଜାରେ ମା’ଙ୍କୁ ଦର୍ଶନ କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ରାଜବାଟୀ ୧୨୩ତମ ପୂର୍ତ୍ତି ଅବସରରେ ଚାଲିଥିବା ସାର୍ବଜନୀନ ଦୁର୍ଗାପୂଜା ନବମୀ ଦିନ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମା'ଙ୍କୁ ଦର୍ଶନ କରିବାକୁ ଆସିଥିଲେ । ଏନେଇ ପୂଜା କମିଟି ସଭାପତି ପ୍ରତାପ ମିଶ୍ର, ସମ୍ପାଦକ ଯୁଗଳ କିଶୋର
Read More...

ଗୋଇମୁଣ୍ଡରେ ପାର୍ବଣ ଉତ୍ସବ “ଦଶ୍‌ରା” କାର୍ଯ୍ୟକ୍ରମ ଅନୁଷ୍ଠିତ : ଯୋଗ ଦେଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ମୁରିବାହାଲ ବ୍ଲକ ଅନ୍ତର୍ଗତ ଗୋଇମୁଣ୍ଡ ଗ୍ରାମରେ ଦୁର୍ଗାପୂଜା କମିଟି ଆନୁକୂଲ୍ୟରେ ପାର୍ବଣ ଉତ୍ସବ "ଦଶ୍‌ରା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜକ କମିଟିର ସଭାପତି ଅକ୍ଷୟ କୁମାର
Read More...

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ରାଲିରେ ମହାରାଜ କୃଷ୍ଣ ଚନ୍ଦ୍ର ନାୟକ ସାମିଲ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗତ ରବିବାର ଦିନ ଛତ୍ରପୁର ସହର ସ୍ଥିତ ଅନସ୍ଲୋ ହାଇସ୍କୁଲ ପଡ଼ିଆରେ ଏକ ଭବ୍ୟ ପଥ ସଞ୍ଚାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଷ୍ଟ୍ରୀୟ ସ୍ଵୟଂସେବକ ମଣ୍ଡଳୀ ସେବାଧାରୀଗଣ ପଥ ସଞ୍ଚାଳନ ସହ ନଗର ପରିକ୍ରମା କରିଥିଲେ । ମୁଖ୍ୟ ସଡ଼କ ପାଖରେ
Read More...

ଭୁବନେଶ୍ଵରପୁରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ଠାରେ ଫ୍ରେଣ୍ଡସ କ୍ଲବ୍ ଭୁବନେଶ୍ୱରପୁର ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବିଭାଗର ଚକ୍ଷୁ ଡାକ୍ତରଙ୍କ ଦ୍ୱାରା
Read More...