ମହାଳୟାରେ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ପବିତ୍ର ମହାଳୟା ଦିନ ସନ୍ଧ୍ୟାରେ ଟିକ୍ରାପଡା ଠାରେ ଦିବଂଗତ ବ୍ୟକ୍ତିମାନଙ୍କୁ ଶ୍ରଦ୍ଧା ଓ ଭକ୍ତି ସହିତ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ ପ୍ରଦାନ କରାଯାଇଛି । ଏ ଅବସରରେ!-->…
Read More...
Read More...