‘ସେବା ପର୍ବ’ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ
ବିକଶିତ ଭାରତର ରଙ୍ଗ, କଳା ମାଧ୍ୟମରେ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ପାଳିତ ହେଉଛି "ସେବା ପର୍ବ" । ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମମାନ ମଧ୍ୟ ଆୟୋଜିତ ହେଉଛି । ଏହି ପରିପ୍ରେକ୍ଷୀରେ ଓଡ଼ିଆ ଭାଷା, ସାହିତ୍ୟ!-->!-->!-->…
Read More...
Read More...