Yearly Archives

2025

କଳିଙ୍ଗା ଘାଟିରେ ଭୂ-ସ୍ଖଳନ ଘଟଣା : ମରାମତି କାମ ପରିଦର୍ଶନ କଲେ କନ୍ଧମାଳ ଜିଲ୍ଲାପାଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଦେଇ ଯାଇଥିବା୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି । ବୁଧବାର ଠାରୁ ଜାତୀୟ ରାଜପଥ
Read More...

ମାହେଶ୍ୱରୀ ଆଇ.ଟି.ଆଇରେ ବିଶ୍ୱକର୍ମା ପୂଜା

ଟିଟିଲାଗଡ଼ : ଟିଟିଲାଗଡ଼ ବାନ୍ଦୁପଲା ସ୍ଥିତ ମାହେଶ୍ୱରୀ ଆଇ.ଟି.ଆଇରେ ଚଳିତ ବର୍ଷ ବହୁ ଆଡ଼ମ୍ବରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଅନୁଷ୍ଠାନର ସମ୍ପାଦକ ଇଂ. ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନର ଅଧ୍ୟକ୍ଷ ଇଂ. ଦେବବ୍ରତ ଛତର ଓ ସହ ଧର୍ମିଣୀ
Read More...

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ୱାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କିଛି ଦିନର ନିରବତା ପରେ ବ୍ୟାନର ଜାରି କରି ପୁଣିଥରେ ସ୍ଥିତି ଜାହିର କଲା ଲାଲ୍ ବାହିନୀ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଏକାଧିକ
Read More...

ସଂଯୁକ୍ତ କୃଷକ ସଂଗଠନ ତରଫରୁ ରାମଚଣ୍ତି ମନ୍ଦିରରେ ନୂଆଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଂଯୁକ୍ତ କୃଷକ ସଂଗଠନ ତରଫରୁ ପଶ୍ଚିମ ଓଡିଶା ପବିତ୍ର ପୀଠ ନୃସିଂହନାଥ ରାମଚଣ୍ଡୀ ମନ୍ଦିର ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରଗତିଶୀଳ ୧୭ ଗୋଟି କୃଷକ ସଂଗଠନର ୪୦୦
Read More...

ବୁରୋମୁଣ୍ଡା ହାଇସ୍କୁଲରେ ହିନ୍ଦୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ବୁରୋମୁଣ୍ତା ସରକାରୀ ରାଜ କୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ରାମକୁମାର ପଟେଲ ଏହି ଦିବସର
Read More...

ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର ଛେତଗାଁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଧାନ ଶିକ୍ଷକ ରାଜକୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଚୟନ ଶିବିରରେ ମୁଖ୍ୟ ଅତିଥି ଅଦନ ସୁନା ବିଇିଓ
Read More...

ରୋଟ୍ରାକ୍ଟ କ୍ଲବର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟି ଓ ରୋଟ୍ରାକ୍ଟ କ୍ଲବ ଗାନ୍ଧୀ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଓ ତାଙ୍କର ଆହ୍ୱାନ ମା'ଙ୍କ ନାମରେ ଗଛ ଟିଏ
Read More...

ଆଦର୍ଶ ପାଠାଗାରର ସ୍ଥିତି ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍‌ସ୍ମିତା ପ୍ରଧାନ) : ରାଜ୍ୟ ସରକାର ଓଡ଼ିଆ ଅସ୍ମିତା କଥା କହୁଥିବାବେଳେ, ଆର୍‌ଏସ୍‌ପି ଓଡ଼ିଆ ଅସ୍ମିତାକୁ ପଦାଘାତ କରି ଦୀର୍ଘ ୬୭ ବର୍ଷର ଅନୁଷ୍ଠାନ ଆଦର୍ଶ ପାଠାଗାର ତଥା ଭଞ୍ଜଭବନକୁ ନିଜ ଅକ୍ତିଆରକୁ ନେଇ ତାଲା ପକାଇଦେଇଛି । ତେଣୁ ଏହି ପରିପ୍ରେକ୍ଷୀରେ ଆଦର୍ଶ ପାଠାଗାର
Read More...

କୈବଲ୍ୟ ଆଶୀର୍ବାଦ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସକୁ "କୈବଲ୍ୟ ଆଶୀର୍ବାଦ ଦିବସ" ରୂପେ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମ ଧବଳେଶ୍ଵର ସାରସ୍ୱତ ଆଶ୍ରମ ଏବଂ କଟକ ଚଣ୍ଡୀ ମନ୍ଦିରରେ ଧୁମଧାମରେ ପାଳନ କରାଯାଇଛି । ଧବଳେଶ୍ଵର ସାରସ୍ୱତ
Read More...

୪ଟି ପଞ୍ଚାୟତର ୨୭ଟି ଗ୍ରାମରେ ଏକ ପେଡ଼ ମା କେ ନାମ ଅଭିଯାନରେ ୧୦ ହଜାର ଫଳ ଚାରା ରୋପଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : “ଏକ ପେଡ଼ ମା କେ ନାମ ୨.୦” ଅଭିଯାନ ଉପଲକ୍ଷେ ମଙ୍ଗଳବାର ମୁରିବାହାଲ ବ୍ଲକର ହଳଦୀ, ଗଁରେଇ, ମାଳିଶିରା ଏବଂ ଟୁପାଉଡାର ଗ୍ରାମପଞ୍ଚାୟତର ୨୭ଟି ଗ୍ରାମରେ ବିଶାଳ ଫଳ ଚାରା ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱୟଂ ସହାୟକ
Read More...