Yearly Archives

2025

ଡେଲାଙ୍ଗରେ ଦେବଶିଳ୍ପୀ ବିଶ୍ୱକର୍ମା ପୂଜା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଭଗବାନ ବିଶ୍ୱକର୍ମା ଏ ବିଶ୍ୱର ନିର୍ମାଣ କର୍ତ୍ତା । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ଦେବଶିଳ୍ପୀ ବିଶ୍ୱକର୍ମା କନ୍ୟା ସଂକ୍ରାନ୍ତି ଦିନ ମର୍ତ୍ତ୍ୟ ମଣ୍ଡଳରେ ଆବିର୍ଭୂତ ହୋଇଥିଲେ । ଭଗବାନ ବିଶ୍ୱକର୍ମା ସ୍ୱୟଂ ବଢ଼େଇ ରୂପରେ ଭକ୍ତ ମନୋବାଞ୍ଛା
Read More...

ଏକ ପେଡ ମା’ କେ ନାମ ୨.୦ ଅଭିଯାନର ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ପକ୍ଷରୁ ରେଞ୍ଚ, ଅରିଶଲ ଠାରେ ଏକ ପେଡ ମା' କେ ନାମ ୨.୦ ଅଭିଯାନର ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଓ ପିପିଲି ବିଧାୟକ ଆଶ୍ରିତ
Read More...

ବିଭିନ୍ନ ପଞ୍ଚାୟତରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ଡେଲାଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତ, ସ୍କୁଲ କଲେଜ ଓ ଅଙ୍ଗନୱାଡି, ସ୍ୱାସ୍ଥ୍ୟ କେନ୍ଦ୍ର, ସରକାରୀ ଅନୁଷ୍ଠାନରେ ମା' ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ
Read More...

ଖଇରାରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ : ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗ୍ରାମରେ ଥିବା ସତ୍ୟମହିମା ସଂସ୍କୃତ ବିଦ୍ୟାପୀଠ ପରିସରରେ ବ୍ଲକସ୍ତରୀୟ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ
Read More...

ବିକାଶ ଶାଖା ଦ୍ୱାରା ବୃକ୍ଷରୋପଣ

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଆହ୍ୱାନରେ "ଏକ ପେଡ ମା’ କେ ନାମ” ଅଭିଯାନରେ ୭୫ ଲକ୍ଷ ଗଛ ଲଗାଇବାର କାର୍ଯ୍ୟକ୍ରମ ହେଉଛି । ଏହି ଅବସରରେ ମାରୱାଡି ଯୁବାମଞ୍ଚ,
Read More...

ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ପକ୍ଷରୁ ‘ଏକ୍ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ 'ଏକ୍ ପେଡ୍ ମା କେ ନାମ' ୨.୦ କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ ୨.୦ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଷଷ୍ଠରୁ ଅଷ୍ଟମ ଶ୍ରେଣୀର ମୋଟ ୫୦ଜଣ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ । ଏଥିରେ
Read More...

ମାୟାବର୍ହା ହାଇସ୍କୁଲଠାରେ “ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ "ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ‘ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ 'ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟର ପରିସରରେ ସମସ୍ତ ଅଧ୍ୟାପକ
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ
Read More...