ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ମା' ଦୁର୍ଗା ଦେବୀଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଖୁବ ଜାକଜକମରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ!-->…
Read More...
Read More...