ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ତେରାପନ୍ଥ ଯୁବକ ପରିଷଦର ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର, ୧୨୧ ୟୁନିଟ୍…
କେସିଙ୍ଗା, (ପ୍ରୀତେଶ ପଟେଲ) : ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଓ ତେରାପନ୍ଥ ଯୁବ ପରିଷଦର ପ୍ରତିଷ୍ଠା ଦିବସ ପରିପକ୍ଷରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କେସିଙ୍ଗା ବିଜେପି ସେବା ପକ୍ଷ କମିଟି,!-->…
Read More...
Read More...