ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବନ୍ଧପାଲି ଠାରେ ସ୍ୱଚ୍ଛତା ପକ୍ଷ ଶପଥ ପାଠ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବନ୍ଧପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବନ୍ଧପାଲି ଠାରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଥବିର ବୁଡେକଙ୍କ ସଭାପତିତ୍ୱରେ ଏକ ଶପଥ ପାଠ ସଭା!-->…
Read More...
Read More...