Yearly Archives

2025

ମାଲପଡା ନାଗରିକ କମିଟି ବଲାଙ୍ଗିରର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ରେଳ ଉପଭୋକ୍ତା ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକର ମାଲପଡାର ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରାଯାଇଥିଲା । ବିଶେଷତଃ ପୌର ପାଳିକା
Read More...

ଡିଆଟନ ଗାଁରେ ମହାଗୁରୁ ସମ୍ମିଳନୀ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ନିକଟସ୍ଥ ଡିଆଟନ ଗାଁର ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ରୁନାଲତା ପଟ୍ଟାୟତଙ୍କ ଆହ୍ୱାନ କ୍ରମେ ଟିଟିଲାଗଡ଼ ଉପଖଣ୍ଡସ୍ତରୀୟ ମହାଗୁରୁ ସମ୍ମାନିତ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ
Read More...

ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନଭୁକ୍ତ ଶିକ୍ଷକ ସଂଘର ଆନ୍ଦୋଳନ ପ୍ରସ୍ତୁତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନଭୁକ୍ତ ଶିକ୍ଷକ ସଂଘ ବଲାଙ୍ଗିର ଜିଲ୍ଲା ବଲାଙ୍ଗିରର ସଭାପତି ରାଜକୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଆଗାମୀ ୨୨ ସେପ୍ଟେମ୍ବର ହେବାକୁ ଥିବା ରାଜ୍ୟସ୍ତରୀୟ ଆନ୍ଦୋଳନ ତଥା ୧୩ ସେପ୍ଟେମ୍ବରରେ ଜିଲ୍ଲା ସ୍ତରରେ ହେବାକୁ ଥିବା
Read More...

ହୁମା ଫାଣ୍ଡି ଅଧିକାରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

ବଟେଶ୍ୱର ବାଲିଯାତ୍ରା ପାଇଁ କଲେ ଆଲୋଚନା ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଲିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ । ଆସନ୍ତା ଅକ୍ଟୋବର ମାସ ତଥା କାର୍ତ୍ତିକ ମାସରେ ଉକ୍ତ ଶୈବପୀଠ ଠାରେ ବହୁ ଭକ୍ତଙ୍କ ଭିଡ଼ ଜମିବ । ଏଥିସହ
Read More...

ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ପକ୍ଷରୁ ମିନି ଷ୍ଟାଡିଅମ ଠାରେ ଚାରିଦିନ ଧରି ଚାଲିଥିବା ଜୋନ ଓ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଯାଇଛି । ତିନିଦିନ ଧରି ଚାରୋଟି ଜୋନ ତଥା ରମ୍ଭା ହାଇସ୍କୁଲ, ସୁବଳୟା
Read More...

ପଶ୍ଚିମ ଓଡିଶାର ପାରମ୍ପରିକ ମାହୋଲରେ ଓସାକା ହାଇଦ୍ରାବାଦହ ନୂଆଁଖାଇ ଭେଟଘାଟ ଆୟୋଜିତ

ହାଇଦ୍ରାବାଦ : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ ଓସାକା ତରଫରୁ ନୂଆଁଖାଇ ମୌଳିକ ପରମ୍ପରାକୁ ବଜାୟ ରଖି ଧୁମଧାମରେ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୭ ତାରିଖ ଦିନ ଆୟୋଜିତ ହୋଇଯାଇଛି । ବଂଜାରା ହିଲସ୍ ସ୍ଥିତ ଆଦିବାସୀ ଭବନ ଠାରେ ଅନୁଷ୍ଠିତ ଏହି
Read More...

ନୂଆଦିଲ୍ଲୀରେ ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ୱାକ୍ଷରିତ

କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ଇସ୍ରାଏଲର ଅର୍ଥମନ୍ତ୍ରୀ ବେଜାଲେଲ୍ ସ୍ମୋଟ୍ରିଚ୍ ଏହି ଚୁକ୍ତିନାମାରେ ସ୍ୱାକ୍ଷର କଲେ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାର ଏବଂ ଇସ୍ରାଏଲ ସରକାର ନୂଆଦିଲ୍ଲୀରେ ଏକ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା
Read More...

ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଏବଂ ବୈଷୟିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ବଲାଙ୍ଗିର ଶାଖାର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଏବଂ ବୈଷୟିକ ସହଭାଗିତା କାର୍ଯ୍ୟକ୍ରମ ସ୍ଥାନୀୟ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ମୀନକେତନ ମାଝି
Read More...

କୃଷକ ସମାବେଶ ଅନୁଷ୍ଠିତ

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲା କିଷାନ ମୋର୍ଚ୍ଚା ସଭାପତି ଦୀପକ ଦାଶଙ୍କ ନେତୃତ୍ୱରେ ବଡସାହି ବ୍ଲକ ଅନ୍ତର୍ଗତ ସାନକେରକୋର କଳାମନ୍ଦିର ପ୍ଲାଜା ଠାରେ ଏକ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଡବଲ
Read More...

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

"ରାଷ୍ଟ୍ର ତଥା ସମାଜର ବିକାଶ ପାଇଁ ସାକ୍ଷରତା ଅପରିହାର୍ଯ୍ୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର କନଫରେନ୍ସ ହଲ ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ
Read More...