Yearly Archives

2025

ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସାକ୍ଷରତା ଦିବସ ଓ ଉଲ୍ଲାସ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସାକ୍ଷରତା ଦିବସ ଓ ଉଲ୍ଲାସ କାର୍ଯ୍ୟକ୍ରମ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହାରାଧନ ବେରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଷ୍ଟ୍ରୀୟ ନବବର୍ଷ ଆୟୋଜନ ସମିତି ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ସଂଯୁକ୍ତ ଶାଖା, ସେକ୍ଟର ୨ ଆନୁକୂଲ୍ୟରେ ମା ପାଇଁ ଗଛଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସେକ୍ଟର ୨ ସ୍ଥିତ ଏନ୍‌ଏସି ମାର୍କେଟ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ଆବାହକ ହରେକୃଷ୍ଣ
Read More...

ସୁନ୍ଦରଗଡ ଲେଖକ ସାମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରରେ ଅନୁଷ୍ଠିତ ହୋଇଯାଇଛି । କବି ସୁଶାନ୍ତ କୁମାର ନାୟକଙ୍କ ଆବାହକତ୍ୱରେ ମୋକ୍ଷ ପ୍ରାପ୍ତିର ମାର୍ଗ ଓ ଶକ୍ତିପୂଜା
Read More...

ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦର ନୂଆଁଖାଇ ଭେଟଘାଟ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ରାଉରକେଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଶ୍ଚିମ ଓଡ଼ିଶା ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ମହାନ ଗଣପର୍ବ "ନୂଆଁଖାଇ
Read More...

ଶିବମ କୁମାର ସିଂଙ୍କୁ ପ୍ରଫେସର ଡ଼. ରମେଶ ଚନ୍ଦ୍ର ବେହେରା ସ୍ମୃତି ସ୍ୱର୍ଣ୍ଣପଦକ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଫେସର ଡ଼. ରମେଶ ଚନ୍ଦ୍ର ବେହେରା ଏନ୍ଆଇଟି ରାଉରକେଲାରେ ମେଟାଲର୍ଜି ବିଭାଗରେ ବିଭାଗୀୟ ମୁଖ୍ୟ ଓ ଏନ୍ଆଇଟିର ଡିନ ଏକାଡେମୀ ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ତାଙ୍କର ମୃତ୍ୟୁ ପରେ ଆଜକୁ ୭ ବର୍ଷ ହେଲା ତାଙ୍କ ସ୍ମୃତିରେ ଏନ୍ଆଇଟିର ଏମ୍ ଟେକରେ
Read More...

ସେକ୍ଟର ୨୦ ପତାଞ୍ଜଳି ଯୋଗ କେନ୍ଦ୍ର ତରଫରୁ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ଓ ଭାଗବତ କଥାମୃତ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ କମ୍ୟୁନିଟି ସେଣ୍ଟର୍ ଠାରେ ଚାଲୁଥିବା ପତାଞ୍ଜଳି ଯୋଗ କେନ୍ଦ୍ର ତରଫରୁ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ଓ ଭାଗବତ କଥାମୃତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଯୋଗ କେନ୍ଦ୍ରର ମୁଖ୍ୟ ହେମନ୍ତ କୁମାର ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ସଚ୍ଚିଦାନନ୍ଦ ସ୍ମୃତି ସମିତି ତରଫରୁ ଅଧ୍ୟାତ୍ମ ସାହିତ୍ୟ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ

ଜ୍ଞାନ ବାଣ୍ଟିଲେ ବଢେ : ଡ଼ଃ କୃଷ୍ଣକେଶବ ଷଡ଼ଙ୍ଗୀ ରାଉରକେଲା, (ସସ୍ମିତା ପ୍ରଧାନ) : ଜ୍ଞାନ ସବୁବେଳେ ବଣ୍ଟନ କଲେ ବଢ଼େ । ପ୍ରଭୁ ହେଉଛନ୍ତି ଦାତାଙ୍କ ମଧ୍ୟରେ ଶ୍ରେଷ୍ଠ । ପବିତ୍ର ମଧ୍ୟରେ ପବିତ୍ର ହେଉଛି ଜ୍ଞାନ, ଏହିଭଳି ମତ ପୋଷଣ କରିଛନ୍ତି ପଣ୍ଡିତ ଡ଼ଃ. କୃଷ୍ଣକେଶବ ଷଡ଼ଙ୍ଗୀ ।
Read More...

ଚତୁରଙ୍ଗ ନବପ୍ରକାଶର ଚତୁର୍ଥ ବର୍ଷ ଦ୍ୱିତୀୟ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକଦା ଓଡିଶାର ସାହିତ୍ୟ ଜଗତରେ ନିଜକୁ ପ୍ରତିଷ୍ଠିତ କରିପାରିଥିବା ବଲାଙ୍ଗିର କୋଶଳ କଳାମଣ୍ଡଳର ମୁଖପତ୍ର ଚତୁରଙ୍ଗ ପୁଣି ଥରେ ନିଜର ଆସନ ଓଡିଶାର ସାହିତ୍ୟ ଜଗତରେ ସୁଦୃଢ କରିପାରିଛି । ଚତୁରଙ୍ଗ ନବପ୍ରକାଶର ଚତୁର୍ଥ ବର୍ଷ ଦ୍ୱିତୀୟ ସଂଖ୍ୟାର ଶୁଭ ଉନ୍ମୋଚନ
Read More...

ବନ୍ଧପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ସ୍ୱାକ୍ଷରତା ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବନ୍ଧପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବନ୍ଧପାଲି ଠାରେ ନବ ଭାରତୀୟ ଆନ୍ତର୍ଜାତୀୟ ସ୍ୱାକ୍ଷରତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଥବିର ବୁଡେକଙ୍କ
Read More...

ବେଆଇନ ମଦ ବିକ୍ରିରେ ୫ ଜଣ ଗିରଫ, ୨ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅଞ୍ଚଳରେ ସୋମବାର ବେଆଇନ ଦେଶୀ ବିଦେଶୀ ମଦ ବିକ୍ରୟ କରୁଥିବା ଅଭିଯୋଗରେ ଲାଠୋର ପୋଲିସ ଦେଶୀ ଓ ବିଦେଶୀ ମଦ ୬୭. ୫୨୦ ଲିଟର ମଦ ଜବତ କରି ୫ ଜଣଙ୍କୁ ଗିରଫ କରିଥିବା ବେଳେ ୩ ଜଣଙ୍କୁ ନୋଟିସ ଦେଇ ଛାଡିଦେଇଥିବା ପୋଲିସ
Read More...