Yearly Archives

2025

ମାଁ ସାହାଜୀ ଯୁବକ ସଂଘ କପିଲାଭଟାର ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଁ ସାହାଜୀ ଯୁବକ ସଂଘ କପିଲାଭଟାର ୨୫ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଆଜି ଶିବ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...

ମାନବ ଅଧିକାର ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରତିବର୍ଷ ୧୦ ଡିସେମ୍ବରରେ "ମାନବ ଅଧିକାର ଦିବସ" ପାଳନ କରାଯାଏ । ଏହା ୧୯୪୮ ମସିହାରେ ମିଳିତ ଜାତିସଂଘର ସାଧାରଣ ସଭା ମାନବିକ ଅଧିକାରର ସାର୍ବଜନୀନ ଘୋଷଣାନାମା ଗ୍ରହଣ କରିଥିଲା । ମାନବ ଅଧିକାର ଦିବସର ଆନୁଷ୍ଠାନିକ ଆରମ୍ଭ ୧୯୫୦ ମସିହାରୁ
Read More...

ଶିକ୍ଷାବିତ୍ ନାରାୟଣ ବେହେରାଙ୍କ ପରଲୋକ

ଜୟପାଟଣା, (ଶେଷଦେବ ବେହେରା) : ସମଗ୍ର କଳାହାଣ୍ଡି ଜିଲ୍ଲାରେ ନିଜର ପ୍ରତିଭାର ଛାପ ଛାଡ଼ିଥିବା ଜୟପାଟଣା ସହରର ସୁପରିଚିତ ଶିକ୍ଷାବିତ୍ ନାରାୟଣ ପ୍ରସାଦ ବେହେରାଙ୍କ ୮୨ ବର୍ଷ ବୟସରେ ନିଜସ୍ଵ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଖବର ପାଇବା ପରେ ଶତାଧିକ ଶୁଭେଚ୍ଛୁ, କୁଟୁମ୍ବ,
Read More...

ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼
Read More...

ତରଭା ନାଗରିକ କମିଟି ସଭାପତିଙ୍କ ପତ୍ନୀ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷାବିତ ତଥା ତରଭା ନାଗରିକ କମିଟିର ସଭାପତି ହରିବନ୍ଧୁ ପାଣିଗ୍ରାହୀଙ୍କ ପତ୍ନୀ ଲିଲି ପାଣିଗ୍ରାହୀ(୭୮)ଙ୍କ ଶନିବାର ସଂଧ୍ୟାରେ ପରଲୋକ ଘଟିଛି । ସେ ବଲାଙ୍ଗିର ସାମ୍ବାଦିକ ଗୌରବ ଶିବ ପ୍ରସାଦ ପାଣ୍ଡିଆଙ୍କ ମଧ୍ୟମ ଝିଅ ଅଟନ୍ତି । ଗତ କିଛି କିଛିଦିନ ତଳେ ସେ
Read More...

୨୦୨୩-୨୪ ପାଇଁ ଶିଳ୍ପ ଗୁରୁ ଏବଂ ଜାତୀୟ ହସ୍ତଶିଳ୍ପ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

୪୮ ଜଣ ଶିଳ୍ପକାର ଏବଂ ଡିଜାଇନର ସମ୍ମାନିତ; ବିଜେତାଙ୍କ ମଧ୍ୟରେ ୨୦ ଜଣ ମହିଳା କାରିଗର ନୂଆଦିଲ୍ଲୀ, (ପିଆଇବି): ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ୨୦୨୩ ଏବଂ ୨୦୨୪ ପାଇଁ ଶିଳ୍ପ ଗୁରୁ ପୁରସ୍କାର ଏବଂ ଜାତୀୟ
Read More...

ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ କୁମାର ସାହୁଙ୍କ
Read More...

ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ ଓ ସାଇବର୍ କ୍ରାଇମ୍ ସଚେତନତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବୀରମହାରାଜପୁର ବ୍ଲକ ଖଣ୍ଡହତାର ସାପ୍ତାହିକ ବଜାର ପ୍ରାଙ୍ଗଣରେ ବରିଷ୍ଠ ନାଗରିକ ମାନଙ୍କର ପରିଚୟ ପତ୍ର ବଣ୍ଟନ ତଥା ସାଇବର୍ କ୍ରାଇମ୍ ଉପରେ ଏକ ସଚେତନତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉପସଭାପତି କେଶବ ପଧାନଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବୈଠକରେ
Read More...

ସିସିଟିଭି ସର୍ଭେଲାନ୍ସରେ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୧୬ ତାରିଖରୁ ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ୍ ଠାରେ ଆରମ୍ଭ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା । ଏଥି ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏଥିପାଇଁ ସର୍ବ ମୋଟ ୪୭୯୮ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୨୪୮ ଜଣ
Read More...

ପୁଣି ହାତୀ ଆତଙ୍କ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଧୀନ ବଡ଼ବାଙ୍କି ପଂଚାୟତର ଜାମକି ଗାଁରେ ହାତୀ ଆତଙ୍କ ପୁନର୍ବାର ଦେଖାଦେଇଛି । ୮. ୧୨.୨୦୨୫ ରାତିରେ ଗାଁ ଭିତରକୁ ପ୍ରବେଶ କରିଥିବା ହାତୀ ଗୋଟିଏ ବଳଦକୁ ମାରିଦେଇଥିବା ସୂଚନା ମିଳିଛି । ଗାଁ ଘରେ ପଶି ଧାନ, କପା ଖାଇ
Read More...