Yearly Archives

2025

ବିକଶିତ ଭାରତ – ଜୀ ରାମ ଜୀ ବିଲ୍ ୨୦୨୫ : “ଏକ ବିକଶିତ ଭାରତ ପାଇଁ ମନରେଗାରେ ସଂସ୍କାର

ବିକଶିତ ଭାରତ - ଜୀ ରାମ ଜୀ ବିଲ୍, ୨୦୨୫ ବିକଶିତ ଭାରତ ୨୦୪୭ ସହିତ ସଂଯୁକ୍ତ ଏକ ନୂତନ ବୈଧାନିକ ଢାଞ୍ଚା ମାଧ୍ୟମରେ ମନରେଗାରେ ପରିବର୍ତ୍ତନ ଆଣିବ ।ପ୍ରତି ଗ୍ରାମୀଣ ପରିବାର ପାଇଁ ନିଯୁକ୍ତି ଗ୍ୟାରେଣ୍ଟିକୁ ୧୨୫ ଦିନକୁ ବୃଦ୍ଧି କରାଯାଇଛି, ଯାହା ଆୟ ସୁରକ୍ଷାକୁ ସୁଦୃଢ଼ କରିଥାଏ ।ଚାରୋଟି
Read More...

ମୋଦୀଙ୍କ ଅଭୂତ ପୂର୍ବ କୂଟନୀତି : ଛଅଟି ଜିସିସି ରାଷ୍ଟ୍ର ମଧ୍ୟରୁ ୫ଟି ଦେଶ ସେମାନଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନରେ…

ନୂଆଦିଲ୍ଲୀ, (ପିଆଇବି) : ଗତ ଦଶନ୍ଧି ମଧ୍ୟରେ ଗଲ୍ଫ ବା ଉପସାଗରୀୟ ଦେଶ ସହିତ ଭାରତ ସମ୍ପର୍କରେ ଏକ ଗଭୀର ପରିବର୍ତ୍ତନ ଆସିଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ କୂଟନୀତିର ସ୍ପଷ୍ଟ ପ୍ରଭାବ ରହିଛି । ୨୦୧୪ ପରଠାରୁ ପଶ୍ଚିମ ଏସିଆରେ ନୂଆଦିଲ୍ଲୀକୁ ମିଳିଥିବା ଉପଲବ୍ଧି
Read More...

ଜିଲ୍ଲା ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଉଦଯାପିତ

-"ବିଜ୍ଞାନ ମେଳା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମବିଶ୍ଵାସ ବଢ଼ାଇଥାଏ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଓଡିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାଠାରେ ଜିଲ୍ଲା ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କରଙ୍କ
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ ସଫଳତାର ସହିତ ସମାପ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରେଙ୍ଗାଲି ଗ୍ରାମ ପଞ୍ଚାୟତରେ ଅବସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ରେଙ୍ଗାଲିରେ ଦୁଇଦିନ ଧରି ଆୟୋଜିତ ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ ଆନନ୍ଦମୟ ପରିବେଶ ମଧ୍ୟରେ ସଫଳତାର ସହିତ ସମାପ୍ତ ହୋଇଯାଇଛି ।
Read More...

ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ନଅଗାଁ (ଖ)ର ବାର୍ଷିକ କ୍ରୀଡା ଉତ୍ସବ ସଫଳ ଭାବେ ଏକ ଶୃଙ୍ଖଳିତ ମନୋରମ ପରିବେଶ ମଧ୍ୟରେ ସୁନ୍ଦର ଭ।ବେ ଉଦଯାପିତ ହୋଇଯାଇଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ବ୍ୟତୀତ ବାଟିକା ଓ ଅଙ୍ଗନବାଡି ଶ୍ରେଣୀରୁ ମଧ୍ୟ ଛାତ୍ରଛାତ୍ରୀ
Read More...

ରାଇକିଆ ବଣିକ ସଂଘର ୭ମ ପ୍ରତିଷ୍ଠା ଦିବସ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ସ୍ଥିତ ବଣିକ ସଂଘର ୭ମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ସଭାପତି ପଦ୍ମ ଚରଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିଭାବେ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ
Read More...

ତୁମୁଡ଼ିବନ୍ଧ ଓ ବେଲଘର ବନାଞ୍ଚଳରେ ୨୦ ରୁ ଉର୍ଦ୍ଧ୍ୱ ହାତୀଙ୍କ ଆତଙ୍କ : ଅଞ୍ଚଳରେ କୋକୁଆ ଭୟ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼, ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ । ଏକ ସପ୍ତାହରୁ ଉର୍ଦ୍ଧ୍ୱ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର, ବେଲଘର,
Read More...

ମାନ୍ଦଲା କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନକେନ୍ଦ୍ରର ଷଷ୍ଠ ମାସିକ ବୈଠକ ସମରସିଂ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର
Read More...

ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ସୁରକ୍ଷା ସଚେତନତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କୌଶଲ୍ୟା ସ୍କୁଲ୍ ଅଫ୍ ନର୍ସିଂ, ସୁଦପଡ଼ା, ବଲାଙ୍ଗିରଠାରେ ଅଧ୍ୟକ୍ଷା ମୋନାଲିସା ଖୋସଲାଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ କରାଗଲା । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର
Read More...

କୋଶଲ ରାଏଜ ମୁକ୍ତି ମୋର୍ଚ୍ଚାର ସାଙ୍ଗଠନିକ ସଭା

ପାଟଣାଗଡ଼, (ଅଶୋକ କୁମାର ବାଗ) : ପାଟଣାଗଡ଼ କଲେଜ ଛକ ସ୍ଥିତ ଗଙ୍ଗାଧର ପାର୍କଠାରେ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚାର ସାଙ୍ଗଠନିକ ସଭା ଅନୁଷ୍ଠିତ ହେଇଥିଲା । ସଭାରେ ଉପଖଣ୍ଡ ସଭାପତି ଗିରିରାଜ ଭୋଇ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ସଂଯୁକ୍ତ କୃଷକ ସଂଗଠନର ଆବାହକ ଅଜିତ କୁମାର
Read More...