ଡୁମ୍ବେରପାଲି ଗ୍ରାମରେ ଭାଗବତ ଜନ୍ମ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ସୋହେଲା ବ୍ଲକ ଅନ୍ତର୍ଗତ ଗର୍ଭଣା ପଞ୍ଚାୟତ ଡୁମ୍ବେରପାଲି ଗ୍ରାମରେ ଭାଗବତ ଜନ୍ମ ପାଳିତ ହୋଇଯାଇଛି । ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଗିରିଜା ଶଙ୍କର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ବକ୍ତା ଭାବେ!-->…
Read More...
Read More...