ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ନୂତନ ମାନଦଣ୍ଡ – ରେକର୍ଡ ୧୪୮ ଦିନରେ ୧୦୦ ନିୟୁତ ଟନ୍ ପଣ୍ୟ ଅପସାରଣ
ନୂଆଦିଲ୍ଲୀ, (ପିଆଇବି) : ପୂର୍ବତଟ ରେଳପଥ (ଇକୋର) ଚଳିତ ଆର୍ଥିକ ବର୍ଷର ମାତ୍ର ୧୪୮ ଦିନ ମଧ୍ୟରେ ୧୦୦ ନିୟୁତ ଟନ୍ ପଣ୍ୟ ଅପସାରଣର ମାଇଲଖୁଣ୍ଟ ଅତିକ୍ରମ କରି, ପଣ୍ୟ ପରିବହନରେ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି । ଚଳିତ ଆର୍ଥିକ ବର୍ଷର ୨୬ ଅଗଷ୍ଟ ୨୦୨୫ ସୁଦ୍ଧା, ପୂର୍ବତଟ ରେଳପଥ!-->…
Read More...
Read More...