Yearly Archives

2025

ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ ଓ ସାଇବର୍ କ୍ରାଇମ୍ ସଚେତନତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବୀରମହାରାଜପୁର ବ୍ଲକ ଖଣ୍ଡହତାର ସାପ୍ତାହିକ ବଜାର ପ୍ରାଙ୍ଗଣରେ ବରିଷ୍ଠ ନାଗରିକ ମାନଙ୍କର ପରିଚୟ ପତ୍ର ବଣ୍ଟନ ତଥା ସାଇବର୍ କ୍ରାଇମ୍ ଉପରେ ଏକ ସଚେତନତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉପସଭାପତି କେଶବ ପଧାନଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବୈଠକରେ
Read More...

ସିସିଟିଭି ସର୍ଭେଲାନ୍ସରେ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୧୬ ତାରିଖରୁ ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ୍ ଠାରେ ଆରମ୍ଭ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା । ଏଥି ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏଥିପାଇଁ ସର୍ବ ମୋଟ ୪୭୯୮ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୨୪୮ ଜଣ
Read More...

ପୁଣି ହାତୀ ଆତଙ୍କ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଧୀନ ବଡ଼ବାଙ୍କି ପଂଚାୟତର ଜାମକି ଗାଁରେ ହାତୀ ଆତଙ୍କ ପୁନର୍ବାର ଦେଖାଦେଇଛି । ୮. ୧୨.୨୦୨୫ ରାତିରେ ଗାଁ ଭିତରକୁ ପ୍ରବେଶ କରିଥିବା ହାତୀ ଗୋଟିଏ ବଳଦକୁ ମାରିଦେଇଥିବା ସୂଚନା ମିଳିଛି । ଗାଁ ଘରେ ପଶି ଧାନ, କପା ଖାଇ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଲା ଧାନମଣ୍ଡି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପୂର୍ବ ଧାର୍ଯ୍ୟ ଅନୁଯାୟୀ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଛି ମଣ୍ଡି । ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଲାଟି ଗ୍ରାମ ପଞ୍ଚାୟତର ସିଲାଟି ପ୍ରାଥମିକ ସେବା ସମବାୟ ସମିତି ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା “ଆଇନା”ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ଆଇନା"ର ସ୍ୱତନ୍ତ୍ର ସଂଖ୍ୟା "ଆମ ସମ୍ବିଧାନ ଆମ ସ୍ୱାଭିମାନ" ଉନ୍ମୋଚିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ
Read More...

ଗାନ୍ଧୀ ଷ୍ଟାଡିୟମରେ କୁଚ୍‌ ବେହାର ଟ୍ରଫି ଉଦ୍‌ଘାଟିତ

ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ୍‌ ବେହାର ଟ୍ରଫିର ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହୋଇଯାଇଛି ।
Read More...

ଇସ୍ପାତ ନାଟ୍ୟ ମହୋତ୍ସବର ସପ୍ତମ ସନ୍ଧ୍ୟା

-ରଙ୍ଗମଂଚ ପକ୍ଷରୁ ‘ହନୁମାନ ପଇସା’ ମଂଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆରଏସପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ସପ୍ତମ ସନ୍ଧ୍ୟାରେ ସ୍ଥାନୀୟ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ସମାପ୍ତ ହୋଇଯାଇଛି । ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀଙ୍କ ସ୍ୱାଗତ ଭାଷଣ ପରେ ସାଧାରଣ ସଂପାଦକ କପିଳେଶ୍ୱର ଖମାରୀ ଗତ ବୈଠକର ବିବରଣୀ ପ୍ରଦାନ
Read More...

ଟାଙ୍ଗଣାପଲ୍ଲୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ଵର ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ରୂପେ ଗଞ୍ଜାମ ଜିଲ୍ଲା କ୍ରୀଡା ପରିଦର୍ଶକ
Read More...

କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାଷା ସାହିତ୍ୟ ପ୍ରତି ପ୍ରତିବଦ୍ଧତା ରଖିଥିବା ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୧ ସ୍ଥିତ ଡିଭାଇନ ଲାଇଫ ଏକାଡେମୀର ମିଳିତ ଆନୁକୂଲ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଓ ତାଙ୍କ ଜୀବନାଦର୍ଶ ସମ୍ପର୍କରେ ଏକ
Read More...