ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ସୂର୍ଯ୍ୟକୃପା ନିବାସ ପରିସରରେ ମାଗଣା ସ୍ୱାସ୍ଥ୍ୟ ଶିବିର କରାଯିବା ନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. କୃପାସିନ୍ଧୁ ଭୋଇଙ୍କ ସାନ ଭାଇ ଜଗବନ୍ଧୁ ଭୋଇଙ୍କ ସଭାପତିତ୍ୱରେ ଶନିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...