ରାଜ୍ୟସ୍ତରୀୟ ପାରା ଖେଳକୁଦ ପ୍ରତିଯୋଗିତା ରଞ୍ଜନ ଓ ରଜଙ୍କୁ ସ୍ୱର୍ଣ୍ଣ ପଦକ
ବାରିପଦା, (ଦେବସ୍ମିତ ଚୌଧୁରୀ) : ପାରା ସ୍ପୋର୍ଟସ ଏସୋସିଏସନ, ଓଡିଶା ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ, ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଖେଳକୁଦ ପ୍ରତିଯୋଗିତାରେ ମୟୁରଭଞ୍ଜ ଜିଲ୍ଲାର ଦୁଇ ତାରକା ରଞ୍ଜନ ହାଁସଦା ଓ ରଜ ମାର୍ଣ୍ଡି ସ୍ୱର୍ଣ୍ଣ ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ!-->…
Read More...
Read More...