“ପ୍ରାଣୀପାଳନ ଓ ଉତ୍ପାଦନ ବୃଦ୍ଧି ପାଇଁ ଚାରା ପ୍ରୋତ୍ସାହନ’’ ଉପରେ ପାଞ୍ଚ ଦିନିଆ ତାଲିମ ଶିବିର
ଭୁବନେଶ୍ୱର, (ପିଆଇବି) : ଗତ ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତକେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନଠାରେ ‘‘ପ୍ରାଣୀପାଳନ ଓ ଉତ୍ପାଦନ ବୃଦ୍ଧି ପାଇଁ ଚାରା ପ୍ରୋତ୍ସାହନ’’ ଉପରେଏକ ପାଞ୍ଚ ଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଓଡ଼ିଶା!-->…
Read More...
Read More...