ସିସିଟିଭି ସର୍ଭେଲାନ୍ସରେ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୧୬ ତାରିଖରୁ ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ୍ ଠାରେ ଆରମ୍ଭ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା । ଏଥି ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏଥିପାଇଁ ସର୍ବ ମୋଟ ୪୭୯୮ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୨୪୮ ଜଣ!-->…
Read More...
Read More...