Yearly Archives

2025

ବଲାଙ୍ଗିରରେ ଗଞ୍ଜେଇ ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ପୋଲିସ ହାତରେ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ । କାର୍‌ ଭିତରେ ସିକ୍ରେଟ୍‌ ଚେମ୍ବର । ଆଉ ସିକ୍ରେଟ୍‌ ଚେମ୍ବର ଭିତରେ ଗଦା ଗଦା ଗଞ୍ଜେଇ । ଏମିତି କିଛି ଦେଖିବାକୁ ମିଳିଛି ବଲାଙ୍ଗିର ସହର ଭିତରେ । ବଲାଙ୍ଗିର ଟାଉନ ପୋଲିସ ସହରର ଟିଟିଲାଗଡ଼
Read More...

ଧାନକିଣା ଅବ୍ୟବସ୍ଥାକୁ ନେଇ ଗର୍ଜିଲା ବଲାଙ୍ଗିର ଜିଲ୍ଲା କୃଷକ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧାନକିଣା ଅବ୍ୟବସ୍ଥାକୁ ନେଇ ଆଜି ଜୋର୍‌ସୋର୍‌ ସ୍ୱର ଉତ୍ତୋଳନ କରିଛି ବଲାଙ୍ଗିର ଜିଲ୍ଲା କୃଷକ ସଂଘ । ଆଜି ପୂର୍ବାହ୍ନରୁ ସଂଘର ଶତାଧିକ ସଦସ୍ୟ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୭ ଦଫା
Read More...

ଅନୁସୂଚୀତ ଜାତି ଓ ଜନଜାତି ହଷ୍ଟେଲକୁ ଅଚାନକ ପରିଦର୍ଶନ କଲେ ପ୍ରତିନିଧି ଦଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଜିଲ୍ଲା ତରଭା ବ୍ଲକ ଚାରଭଟା ସ୍ଥିତ ଆଦିବାସୀ ହଷ୍ଟେଲରେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଦୁର୍ଭାଗ୍ୟ ଜନକ ମୃତ୍ୟୁ ଘଟଣା ପରେ ଗତକାଲି ଅପରାହ୍ନରେ ସୋନପୁର ବ୍ଲକ ଅନ୍ତର୍ଗତ ଅସୁରମୁଣ୍ଡା ଠାରେ ଥିବା ୧୦୦ ଶଯ୍ୟା ବିଶିଷ୍ଟ ଅନୁସୂଚୀତ ଜାତି ଓ
Read More...

ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟି ଗତକାଲି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ
Read More...

ସ୍ପୋର୍ଟସ ହଷ୍ଟେଲ ଚୟନ ଶିବିର ପାଇଁ ଜିଲ୍ଲାର ୧୨ ଜଣ ଫୁଟବଲ ଖେଳାଳୀଙ୍କ ଯାତ୍ରା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମରେ ହୋଇଥିବା ୟୁ -୧୫ ସିଏମ ଟ୍ରଫିରେ ସୁବର୍ଣ୍ଣପୁର ଫୁଟବଲ ଦଳର ୧୨ ଜଣ ଫୁଟବଲ ଖେଳାଳୀ ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରିଥିବାରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ହେବାକୁ ଥିବା ଫୁଟବଲ ସ୍ପୋର୍ଟ୍ସ ହଷ୍ଟେଲ ଚୟନ
Read More...

ଜାତୀୟ ରାଜପଥରେ ଦୁର୍ଘଟଣା : ଚାଲିଗଲା ଯୁବନେତାଙ୍କ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଭୟାବହ ଦୁର୍ଘଟଣା । ବଲାଙ୍ଗିର-ସୁବର୍ଣ୍ଣପୁର ୫୭ ନମ୍ବର ଜାତୀୟ ରାଜପଥରେ ଭୟାବହ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବିଜେପି ଯୁବ ନେତାଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁବରଣ କରିଥିବା ଯୁବ ନେତା ଜଣକ ହେଲେ ବଇଁରାସର ଗାଁର ସୂର୍ଯ୍ୟ ନାୟକ ।
Read More...

ତୁଷୁରା କ୍ଲଷ୍ଟର ସ୍ତରୀୟ ୬ଷ୍ଠ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ଏନ୍‌ଏ‌ସି କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ନଅଗାଁ ପ୍ରାଥମିକ ବିଦ୍ୟାଳୟଠାରେ ହୋଷ୍ଟ ସ୍କୁଲର ପ୍ରଧାନଶିକ୍ଷକ ଚନ୍ଦ୍ରଧ୍ୱଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁଡଭେଲା ବ୍ଲକ୍ କୋଅର୍ଡିନେଟର ତଥା
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ରାହ୍ମଣପଡା ସ୍ଥିତ ରାଧାକୃଷ୍ଣ ମନ୍ଦିର ଠାରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଙ୍ଗାଧର ସାହିତ୍ୟ ଉପରେ ଏକ ଆଲୋଚନା ରଖିଥିଲେ । ଏହି ସଭାକୁ ସଭାପତି ଡ. ଭବାନୀ ଶଙ୍କର ପଟେଲ ପରିଚାଳନା କରିଥିଲେ । ସଭା ପ୍ରାରମ୍ଭରେ ବ୍ରାହ୍ମଣ ମନ୍ତ୍ରପାଠ ଓ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଚତୁର୍ଥ ଦିବସ ଅନ୍ତିମ ମ୍ୟାଚ୍‌ : ଓଡିଶା ବନାମ ହିମାଚଳ ପ୍ରଦେଶ ଫଳାଫଳ ଅମିମାଂସୀତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଚାରି ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟର ଅନ୍ତିମ ଦିବସ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି । ପୂର୍ବଦିନର ଅସମାପ୍ତ ଖେଳ ୩ ୱିକେଟ
Read More...

ଅସୁରକ୍ଷିତ ଜାତୀୟ ରାଜପଥ ଏନ୍.ଏଚ୍.ଏ.ଆଇ -୧୬

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଦେଇଯାଇଥିବା ଜାତୀୟ ରାଜପଥ ଏନ୍.ଏଚ୍.ଏ.ଆଇ.-୧୬ ଏବେ ସମ୍ପୂର୍ଣ୍ଣ ଅସୁରକ୍ଷିତ ମନେ ହେଉଛି । ଯାହାଫଳରେ ସର୍ବସାଧାରଣଙ୍କ ଯାତାୟତରେ ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ଗମନାଗମନରେ ବ୍ୟବସ୍ଥିତ ସୁବିଧାରେ ନଥାଇ ଅନେକ ତ୍ରୁଟି ରହିଥିବା
Read More...