ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ : ଡାକ୍ତରଖାନାରେ ଉତ୍ତେଜନା
ଯାଜପୁର : ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ମୃତ ଯୁବକ ହେଲେ ଯାଜପୁର ଧର୍ମଶାଳା ବାଉଁଶ କଣ୍ଟା ଗ୍ରାମର ଭରତ ଦାସ । ସେ ବିଷ ପିଇଥିବା ସନ୍ଦେହରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ସୁସ୍ଥ ଥିଲେ, ଆଜି ଡିସଚାର୍ଜ!-->…
Read More...
Read More...