Yearly Archives

2025

ଗାନ୍ଧିମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ରଣହୁଙ୍କାର : ମୁକ୍ତ ହେବ ଅପରାଧ ଦମନ ହେବେ ଅପାରଧୀ

ଭୁବନେଶ୍ୱର : ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି । ରାଜ୍ୟରେ ସଂଗଠିତ ଅପରାଧକୁ ଦମନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ବ୍ୟକ୍ତି ଯେତେ ବି
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ସମାରୋହ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ସମାରୋହ ମନୋହରପୁର ପୋଲିସ ପଡ଼ିଆରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଓଡ଼ିଶାର ପଞ୍ଚାୟତରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ
Read More...

ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ : ଦମ୍ପତିଙ୍କ ସମେତ ୩ ଗୁରୁତର

ପୁରୀ : ପୁରୀ ଜିଲ୍ଲା ଗୋପ ଥାନା ବଣିଆ ସାହିରେ ଅଘଟଣ । ରୋଷେଇ କରୁଥିବା ବେଳେ ଗ୍ୟାସ୍‌ରେ ନିଆଁ ଲାଗି ସ୍ଵାମୀ-ସ୍ତ୍ରୀଙ୍କ ସମେତ ୩ ଗୁରୁତର । ସମସ୍ତଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି । ଦମ୍ପତିଙ୍କ ଶରୀର ୪୦ ରୁ ୫୦ ଭାଗ ପୋଡି ଯାଇଥିବା ଡାକ୍ତର କହିଛନ୍ତି । ସୂଚନା
Read More...

ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି । ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ୱାଧୀନତା
Read More...

ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ପକ୍ଷରୁ ଭୁବନେଶ୍ବରରେ ‘ନିଶାମୁକ୍ତ ଭାରତ ଅଭିଯାନ’

ଭୁବନେଶ୍ବର, (ପିଆଇବି) : କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଅଗଷ୍ଟ ୧୫-୧୬ ତାରିଖରେ ଦେଶବ୍ୟାପୀ ନିଶାମୁକ୍ତ ଭାରତ ଅଭିଯାନ ପାଳନ କରାଯାଉଛି । ଏହି କ୍ରମରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ପକ୍ଷରୁ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ସଚେତନତାମୂଳକ
Read More...

୭୯ତମ ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ର ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ ମୋର…

ସ୍ୱାଧୀନତା ଦିବସ ପୂର୍ବ ସନ୍ଧ୍ୟାରେ ଆପଣମାନଙ୍କୁ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ସ୍ୱାଧୀନତା ଦିବସ ଏବଂ ଗଣତନ୍ତ୍ର ଦିବସକୁ ପ୍ରତ୍ୟେକ ଭାରତୀୟ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ । ଏହି ଦିବସ ଆମକୁ ଭାରତୀୟ ହେବାର ଗୌରବକୁ
Read More...

ରାଜ୍ୟ କୃଷି ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ…

ରବି ଫସଲ ପାଇଁ 'ବିକଶିତ କୃଷି ସଂକଳ୍ପ ଅଭିଯାନ' ଅକ୍ଟୋବର ୩ ରେ ବିଜୟ ପର୍ବ ସହିତ ଆରମ୍ଭ ହେବଅଭିଯାନର ଆନୁଷ୍ଠାନିକ ଶୁଭାରମ୍ଭ ପୂର୍ବରୁ ସେପ୍ଟେମ୍ବର ୧୫-୧୬ ରେ ନୂଆଦିଲ୍ଲୀରେ ଏକ ଦୁଇ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହେବ"ଯଦି ଚାଷ ପାଇଁ ଅତିରିକ୍ତ ୟୁରିଆର ଚାହିଦା ଥାଏ, ତେବେ ଆମେ ଏହାର
Read More...

ଭୋଟ ଚୋର”ପ୍ରସଙ୍ଗକୁ ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ବାରିପଦା, (ଦେବସ୍ମିତ ଚୌଧୁରୀ) : ଅଖିଳ ଭାରତୀୟ ଜାତୀୟ କଂଗ୍ରେସ କମିଟିର ସଭାପତି ମାଲିକାର୍ଜୁନ ଖଡ଼ଗେ ଓ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ, ଆଜି ମୟୁରଭଞ୍ଜ ଜିଲ୍ଲା ସଂଯୋଜକ(ପୂର୍ବ)ଅରବିନ୍ଦ ଦାସଙ୍କ ନେତୃତ୍ୱରେ, ଏକ ବିଶାଳ ମଶାଲ ଶୋଭାଯାତ୍ରା
Read More...

ଲୋୟର ସୁକତେଲ ଡେମ ତଲେ ମନ୍ଦିର ପାଇଁ ଦସ୍ତଖତ ଅଭିଯାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶ୍ରାବଣମାସ ତ୍ରୟୋଦଶୀ ଏବଂ ଚତୁର୍ଦ୍ଦଶୀରେ ବନଦୁର୍ଗା ମହୋତ୍ସବ କମିଟି ତରଫରୁ ଲୋୟର ସୁକତେଲ ଡେମ୍‌ ତଳେ ବାବା ବର୍ଫାନୀଙ୍କ ନାମରେ ମହାଦେବ ମନ୍ଦିର ନିର୍ମାଣ ନିମନ୍ତେ ୧୦୮ ପୃଷ୍ଠା ବିଶିଷ୍ଟ ଦସ୍ତଖତ ଅଭିଯାନ କରାଯାଇଥିଲା । ଏହାର ଉଦ୍ଦେଶ୍ୟ ଏହି ପ୍ରକଳ୍ପ
Read More...

ଗୋପେଶ୍ୱରୀ ଷଡଙ୍ଗୀଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ମାଣ୍ଡିଆପଦର ଗ୍ରାମରେ ସମାଜସେବୀ ତଥା ଧର୍ମପରାୟଣା ମହିଳା ଗୋପେଶ୍ୱରୀ ଷଡଙ୍ଗୀଙ୍କ ଦ୍ୱାଦଶାହରେ ଏକ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମ ହୋଇଯାଇଛି । ବହୁ ମାନ୍ୟଗଣ୍ୟ ବନ୍ଧୁ ସ୍ୱଜନ ଯୋଗ ଦେଇ ତାଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ଜଳନ କରି
Read More...