ରତାଖଣ୍ଡିରେ “ଆସ ଆମେ ସ୍କୁଲ ଯିବା” କାର୍ଯ୍ୟକ୍ରମ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ "ଆସ ଆମେ ସ୍କୁଲ ଯିବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ କୁମାର ବରିହା ଏହି ଅଭିଯାନର ଶୁଭ ଉଦଘାଟନ!-->…
Read More...
Read More...