Yearly Archives

2025

ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ନାରୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ଗୋପାଳଜୀ ମନ୍ଦିର ଠାରେ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଛି । ପ୍ରଥମରେ ଆଦ୍ୟାଶକ୍ତି ସ୍ୱରୂପିଣୀ ମାଁ ଦୁର୍ଗାଙ୍କର ପୂଜା
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ବିଦ୍ୟୁତ ବିଭାଗ ଦ୍ୱାରା ଅଘୋଷିତ ଘନ ଘନ ବିଦ୍ୟୁତ କାଟ ଯୋଗୁଁ ଜନସାଧାରଣ ଅସନ୍ତୋଷ ହେଉଛନ୍ତି । ତେଣୁ ସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ଏବଂ
Read More...

ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ

ଜୟପାଟଣା, (ଶେଷଦେବ ବେହେରା ) : ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୩ତମ ଜୟନ୍ତୀ ସମାରୋହ, ଜୟପାଟଣା ସାହିତ୍ୟ ସଂସଦ ତରଫରୁ, ସ୍ଥାନୀୟ କଲ୍ୟାଣୀ ମଣ୍ଡପ ଠାରେ ଏକ ଭବ୍ୟ ସମାବେଶ ମଧ୍ୟରେ ପାଳିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ତୀର୍ଥରାଜ ଦଳପତିଙ୍କ ଆବାହକତ୍ୱରେ ବହୁ ସାହିତ୍ୟକ, କବି,
Read More...

ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମାରେ ନିଶା ନିବାରଣ ବ୍ରତ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଗୁଡଭେଲା ଶାଖା ପକ୍ଷରୁ ତୁଷୁରା ଗାୟତ୍ରୀ ମନ୍ଦିର ପରିସରରେ ଗାୟତ୍ରୀ ପରିବାର, ମାରୱାଡ଼ି ମହିଳା ସମିତି ଓ ଜାଗୃତି ଶାଖାର ମିଳିତ ଉଦ୍ୟମରେ ସମ୍ବାଦ ସାହିତ୍ୟ ଘରର ସଭାପତି ଡ଼ଃ ଶ୍ୟାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଶ୍ରଦ୍ଧାରେ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ)) : ସେକ୍ଟର ୧୬ ସ୍ଥିତ ଦିବ୍ୟାଙ୍ଗଙ୍କ ପ୍ରତି ସମର୍ପିତ ଶ୍ରଦ୍ଧା ଅନୁଷ୍ଠାନ ଆନୁକୂଲ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ଅନୁଷ୍ଠାନ ଛାତ୍ରୀମାନେ ନିଜ ହାତରେ ପୂର୍ବରୁ ପ୍ରସ୍ତୁତ କରିଥିବା
Read More...

ଝିରପାଣି ଆର୍ ଏସ୍ କଲୋନୀ ଆଦିବାସୀ ମଞ୍ଚ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ-୨୦୨୫ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୯୨ ମସିହା ଡିସେମ୍ବରରେ ମିଳିତ ଜାତିସଂଘ ସାଧାରଣ ସଭାରେ ଏକ ପ୍ରସ୍ତାବ ପାରିତ କରି ୧୯୯୩ ଅଗଷ୍ଟ ୯ ତାରିଖକୁ ବିଶ୍ୱ ଆଦିବାସୀ ଦିବସ ରୂପେ ପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ୧୯୯୩ ମସିହା ଅଗଷ୍ଟ ୯ ତାରିଖ ଠାରୁ ଅନ୍ତର୍ଜାତୀୟ ଆଦିବାସୀ
Read More...

ଦ ହ୍ୟୁମାନିଟୀ ଫାଉଣ୍ଡେସନ ପକ୍ଷରୁ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଦ ହ୍ୟୁମାନିଟୀ ଫାଉଣ୍ଡେସନ ତରଫରୁ ବାଳସୁଧାର ଗୃହ ଠାରେ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟ ଏବଂ ସମ୍ମାନିତ ଅତିଥି ବୃନ୍ଦ ଉପସ୍ଥିତ ହୋଇ କାର୍ଯ୍ୟକ୍ରମଟିକୁ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ରକ୍ଷାବନ୍ଧନ ପାଳିତ

ଲୋଇସିଂହା, (ବିମଳେନ୍‌ନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବସ୍ତି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରେନ୍ଦ୍ର ବାରିକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ଷା ବନ୍ଧନ ଉପରେ
Read More...

ରାଉରକେଲା ଜିଲ୍ଲା କଂଗ୍ରେସ କମିଟି ତରଫରୁ ବିଶ୍ୱ ଆଦିବାସୀ ଦିବସ ପାଳିତ

ରାଉରକେଲା, (କେପିଏନ୍‌ଏସ୍‌) : ବିଶ୍ୱ ଆଦିବାସୀ ଦିବସ ଅବସରରେ ରାଉରକେଲା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଜ୍ଞାନେନ୍ଦ୍ର ଦାସଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସର ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତାମାନେ ରାଉରକେଲା ବିର୍ସା ଛକ ସ୍ଥିତ ଆଦିବାସୀ ମାନଙ୍କ ମସିହା ତଥା ମହାନ ସ୍ୱାଧୀନତା
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଶଙ୍କର ବଢେଇ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ
Read More...