Yearly Archives

2025

ରତାଖଣ୍ଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ପଞ୍ଚସଖା ସେତୁ ଯୋଜନାର ଅଧ୍ୟକ୍ଷ ଭାଗରଥୀ ମେହେର ଯୋଗଦେଇ ପିଲାଙ୍କୁ ସଂସ୍କୃତର ମହତ୍ତ୍ଵ ବିଷୟରେ ସୂଚନା
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ପାଳନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ତଥା ପ୍ରକୃତିବନ୍ଧନ କାର୍ଯ୍ୟକ୍ରମ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟଅତିଥି ରୂପେ ରୋଟାରୀୟାନ୍ ପ୍ରଫୁଲ୍ଲ
Read More...

ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ଅବସରରେ ଆର୍‌ଏମ୍‌ସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ମହିଳାମାନଙ୍କ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରୁଛି 'ସୁଭଦ୍ରା' ଯୋଜନା ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ସରକାରଙ୍କ ତରଫରୁ ରକ୍ଷା ବନ୍ଧନର ଭେଟି ସ୍ଵରୂପ 'ସୁଭଦ୍ରା' ଯୋଜନାର ତୃତୀୟ କିସ୍ତି ପ୍ରଦାନ କରାଯାଇଛି ।
Read More...

ନାଟ୍ୟ କର୍ମଶାଳା ଉଦଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ, ଓଡ଼ିଶା ନାଟ୍ୟ ସଂଘ ଓ ରାଉରକେଲା ଇସ୍ପାତ କାରଖାନାର ମିଳିତ ଆନୁକୂଲ୍ୟରେ ଆୟୋଜିତ ୧୫ ଦିନିଆ ପ୍ରଯୋଜନା ଭିତ୍ତିକ ନାଟ୍ୟ କର୍ମଶାଳା ସେକ୍ଟର ୨୦ ସ୍ଥିତ ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପ୍ରେକ୍ଷାଳୟଠାରେ ଆନୁଷ୍ଠାନିକ
Read More...

ପବିତ୍ର ରାକ୍ଷୀବନ୍ଧନ ଓ ପୂଜ୍ୟପୂଜା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ କମ୍ୟୁନିଟି ସେଣ୍ଟର୍ ଓ ନିଃଶୁଳ୍କ ଯୋଗ ପ୍ରଶିକ୍ଷଣ କେନ୍ଦ୍ର ତରଫରୁ ମହାପ୍ରଭୁ ଶ୍ରୀ ଶ୍ରୀ ବଳଭଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ଉପଲକ୍ଷେ ରାକ୍ଷୀବନ୍ଧନ ଓ ପୂଜ୍ୟପୂଜା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । କମ୍ୟୁନିଟି ସେଣ୍ଟରର ସଭାପତି
Read More...

ରକ୍ଷାବନ୍ଧନ ଉତ୍ସବ ବିଶ୍ୱ ଭାତୃତ୍ୱର ନିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ମୂଲ୍ୟବୋଧ, କୃଷିଭିତ୍ତିକ, ଆଧ୍ୟାତ୍ମିକ ଓ ରାଷ୍ଟ୍ରୀୟ ସଂହତି ପୃଷ୍ଠଭୂମି ଉପରେ ପର୍ଯ୍ୟବସିତ 'ରକ୍ଷାବନ୍ଧନ' ଉତ୍ସବ ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସେକ୍ଟର ୬ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର
Read More...

ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ବଣ୍ଟନ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଯୁଗାନ୍ତକାରୀ ଯୋଜନା "ସୁଭଦ୍ରା" ଅନ୍ତର୍ଗତ ଆଜି ସମଗ୍ର ରାଜ୍ୟ ର ହିତାଧିକାରୀମାନଙ୍କୁ ତୃତୀୟ କିସ୍ତି ପ୍ରଦାନ କରାଯାଇଛି । କୋରାପୁଟ ଜିଲ୍ଲା ସ୍ଥିତ ଜୟପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀ ମାନଙ୍କ ବ୍ୟାଙ୍କ
Read More...

ମିସ୍ ଆଣ୍ଡ ମିସେସ୍ ସାୱନ୍ କୁଇନ୍ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜୟ ଜଗନ୍ନାଥ ଟ୍ରଷ୍ଟ ପକ୍ଷରୁ ପ୍ରଥମ ଥର ପାଇଁ ମିସ୍ ଆଣ୍ଡ ମିସେସ୍ ସାୱନ୍ କୁଇନ୍ ୨୦୨୫ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ୧୫୦ ଜଣ ଉତ୍ସାହୀ ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା । ଶ୍ରେଷ୍ଠ ମଡେଲ ଭାବେ ସୁଚିତ୍ରା
Read More...

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ବ୍ରହ୍ମପୁର ମହାନଗରର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର ପରିଦର୍ଶନ କରିଛନ୍ତି । ଓ.ପି.ଟି.ସି.ଏଲ୍. ଆସ୍କାରୋଡ଼ ଠାରେ ପ୍ରସ୍ତାବିତ ଅସ୍ଥାୟୀ ବସଷ୍ଟାଣ୍ଡ, ବ୍ରହ୍ମପୁର କର୍ପୋରେସନ ରୋଡର ଗଞ୍ଜାମ
Read More...

ପ୍ରଭୁ ନୃସିଂହନାଥଙ୍କ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମହାପ୍ରଭୁଙ୍କ ନୂଆଁଖାଇ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ମାସ ଶୁକ୍ଳପକ୍ଷ ୨୮ ତାରିଖ ଗୁରୁବାର ଦିନ ପ୍ରଭୁ ନୃସିଂହନାଥ ଓ ପାର୍ଶ୍ୱ ଦେବାଦେବୀଙ୍କ ନିକଟରେ ନବାନ୍ନ ଭୋଗ ଲାଗି
Read More...