Yearly Archives

2025

ଦିବ୍ୟଦୃଷ୍ଟି ଯୋଜନାର ଚଷମା ବଣ୍ଟନ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି/ଏସ୍‌. ରାମପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟରେ ଚଷମା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ମୋହନଚରଣ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଓଷ୍ଟା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଓଷ୍ଟା ପକ୍ଷରୁ ଧାରଣା ଦିଆଯାଇଥିଲା । ଜିଲ୍ଲା ଓଷ୍ଟା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସମ୍ପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ୬ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଓ
Read More...

ଟ୍ରକ ଓ କାର ଦୁର୍ଘଟଣାରେ ଆଠ ଗାଈଗୋରୁ ମୃତ : ଗାଈଗୋରୁଙ୍କ ମୃତଦେହ ଉଦ୍ଧାର କଲେ ସ୍ୱେଚ୍ଛାସେବୀ ଦଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ୧୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀପୁର ଠାରେ ଚାଳିଶିରୁ ଅଧି ଗାଈଗୋରୁ ଶୋଇଥିବା ବେଳେ ସେମାନଙ୍କ ଉପରେ ଟ୍ରକ ଓ କାର ମାଡ଼ିଯାଇଥିଲା । ଫଳରେ ଆଠ ଗୋଟି ଗାଈର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଅନ୍ୟ ଗାଈଗୋରୁ ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଖବର
Read More...

ବୋଡ଼ାସମ୍ବର ଭୁଲିଆ ଯୁବାମଞ୍ଚ ତରଫରୁ ଗଙ୍ଗାଧର ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶନିବାର ଦିନ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଅବସରରେ ପଦ୍ମପୁରରେ ପାଳିତ ହୋଇଯାଇଛି ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ । ଏହି ଅବସରରେ ବୋଡ଼ାସମ୍ବର ମେହେର (ଭୁଲିଆ) ଯୁବାମଞ୍ଚ ତରଫରୁ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ପଦ୍ମପୁର ନଗରରେ
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କବିବରଙ୍କର ସ୍ମୃତି ଚରଣ ପାଇଁ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ
Read More...

ଜିଲ୍ଲା ସ୍ତରୀୟ ଆକାଂକ୍ଷା ହାଟ ଉଦଯାପିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଶଙ୍କରା ସ୍ଥିତ କଲ୍ୟାଣ ମଣ୍ଡପଠାରେ ଚାଲିଥିବା ଆକାଂକ୍ଷା ଉଦ ଯାପିତ ହୋଇଛି । ଗତ ଜୁଲାଇ ୩୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଆକାଂକ୍ଷା ହାଟ ଅଗଷ୍ଟ ୬ ତାରିଖ ଦିନ ଉଦଯାପିତ ହୋଇଯାଇଛି । "ଲୋକାଲ ଫର ଭୋକାଲ" ଅଭିଯାନ (Vocal for Local) ଅଭିଯାନ ଅଧୀନରେ
Read More...

ଖବର ପ୍ରସାରିତ ପରେ ପ୍ରଶାସନିକ ତତ୍ପରତା

ସର୍ଗିଗୁଡା ଛାତ୍ରୀ ନିବାସ ଅସୁରକ୍ଷିତ ଘୋଷଣା ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ସର୍ଗିଗୁଡା ପଞ୍ଚାୟତ ମହକୁମାରେ ଅବସ୍ଥିତ ସର୍ଗିଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ୧୦୦ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଅସୁରକ୍ଷିତ ଘୋଷଣା ଖବର ପ୍ରକାଶିତ ହେବାର କିଛି ଘଣ୍ଟା ପରେ
Read More...

ଗଣ ଇସ୍ତାହାର ଖବର କାଗଜର ୪୫ତମ ବାର୍ଷିକୋତ୍ସବ ବିଶେଷାଙ୍କ ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ରାଜବାଟି ପ୍ରାଙ୍ଗଣରେ ଗଣ ଇସ୍ତାହାର ଖବର କାଗଜର ୪୫ତମ ବାର୍ଷିକୋତ୍ସବ ବିଶେଷାଙ୍କ ଉନ୍ମୋଚିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଣଇସ୍ତାହାର ସମ୍ପାଦକ ପ୍ରସନ୍ନ ମିଶ୍ର ଯୋଗଦେଇ ଗଣ ଇସ୍ତାହାର ଖବର କାଗଜର ବିଗତ ୪୫ ପଦ୍ମପୁର ଉପଖଣ୍ଡ
Read More...

ସ୍କୁଟି ବୋଝେଇ ଟ୍ରକ ନିଆଲାଗି ସମ୍ପୂର୍ଣ୍ଣ ଧ୍ଵଂସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶୁକ୍ରବାର ଦିନବେଳା ଛତ୍ରପୁର ବାଇପାସ୍ ଛକ ନିକଟରେ ଏକ ଦୂରଗାମୀ ୩୩ଟି ବ୍ୟାଟେରୀ ସ୍କୁଟି ବୋଝେଇ ଟ୍ରକ ନିଆଲାଗି ସମ୍ପୂର୍ଣ୍ଣ ଧ୍ଵଂସ ହୋଇଯାଇଛି । କୌଣସି ସର୍ଟ ସର୍କିଟ ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି । ଖବର ପାଇ ଘଟଣା ସ୍ଥଳରେ
Read More...

ଓଡିଶା ସ୍କୁଲ କଲେଜ ଶିକ୍ଷକ ସମନ୍ୱୟ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସମ୍ମୁଖରେ ବିଭିନ୍ନ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶୁକ୍ରବାର ଦିନ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାର ଜିଲ୍ଲାପାଳଙ୍କ
Read More...