Yearly Archives

2025

ସ୍ତ୍ରୀ ସମ୍ମୁଖରେ ଚାଲିଗଲା ସ୍ୱାମୀଙ୍କ ଜୀବନ : ତଲେ ପଡିଯାଇ ଉଡ଼ିଗଲା ସ୍ୱାମୀଙ୍କ ପ୍ରାଣବାୟୁ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ମୃତ୍ୟୁ ବି ଏମିତି ଆସେ । ତଳେ ପଡି ଚାଲିଗଲା ପ୍ରାଣବାୟୁ । ସ୍ତ୍ରୀ ସମ୍ମୁଖରେ ଚାଲିଗଲା ସ୍ୱାମୀଙ୍କ ଜୀବନ । ନିଜ ସ୍ତ୍ରୀ, ଝିଅ ସହ ଟଙ୍କା ଉଠାଣ ପାଇଁ ଗ୍ରାହକ ସେବା କେନ୍ଦ୍ରକୁ ଆସିଥିବା ସ୍ୱାମୀଙ୍କ ଜୀବନ ଚାଲିଯିବା ଭଳି ଏକ ଅଭାବନୀୟ ଘଟଣା
Read More...

ସାପ୍ତାହିକ ‘ଗଣ ଇସ୍ତାହାର’ର ୪୫ତମ ଜୟନ୍ତୀ ସମାରୋହ

ସମାଜର ସର୍ବାଙ୍ଗୀନ ହିତ ସାମ୍ବାଦିକର ଏକମାତ୍ର ଲକ୍ଷ୍ୟ ହେବା ଉଚିତ ବରଗଡ଼, (ନିରୋଜ କୁମାର ପାଣୀ) : ସମାଜର ସର୍ବାଙ୍ଗୀନ ହିତ ସାମ୍ବାଦିକର ଏକମାତ୍ର ଲକ୍ଷ୍ୟ ହେବା ଉଚିତ । ଏହା ସାଙ୍ଗକୁ ସମ୍ବାଦ ପରିବେଷଣ ସମୟରେ ସାମ୍ବାଦିକକୁ ନିଜର ଉଭୟ ବେଗ ଓ ଦିଗ ଉପରେ ନିୟନ୍ତ୍ରଣ ରଖିବା ଦରକାର
Read More...

ଅଭିଭାବକ ମଂଚ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ପ୍ରମୁଖ ସାମାଜିକ ସଂଗଠନ ଅଭିଭାବକ ମଂଚ ତରଫରୁ ସ୍ଥାନୀୟ ମାଲଗୋଦାମ ପଡା ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଶିଶୁ ବିକାଶ କେନ୍ଦ୍ରର ସଭାପତି ମଦନ ମୋହନ ରଥ ପ୍ରଥମ ଚାରା ଗଛ
Read More...

୬୬୨ ବର୍ଗ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ତରଫରୁ ଜିଲ୍ଲାପାଳଙ୍କୁ ଦୁଇ ଦଫା ଦାବି ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଯାଦବ ଭବନରୁ ୬୬୨ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ଦୁଇ ଦଫା ଦାବି ନେଇ କର୍ମଚାରୀ ସର୍ତ୍ତାବୀଳି ଓ ପେନସନ ଦାବି ନେଇ ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର
Read More...

ବର୍ଣ୍ଣାଳୀ ଜୋନାଲ ସଂଯୋଜିକା ସ୍ୱାହା ଦାଶଙ୍କ ପରିଦର୍ଶନ ଓ ସମୀକ୍ଷା

ଡୁଙ୍ଗୁରିପାଲ, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଜୁରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ବଲାଙ୍ଗିର ଜୋନର ବର୍ଣ୍ଣାଳୀ ପାଠ୍ୟକ୍ରମ ମୁଖ୍ୟ ସ୍ୱାହା ଦାଶ । କିଶୋରୀ ବାଳକ ବାଳିକାମାନଙ୍କ ମନୋଭାବର ବିକାଶ, ଶାରୀରିକ ଓ ମାନସିକ ପରିବର୍ତ୍ତନ,
Read More...

ଡିୱାଇଏଫଆଇର ୭ମ ରାଉରକେଲା ଆଂଚଳିକ ଜିଲ୍ଲା ସମ୍ମୀଳନୀ ଅନୁଷ୍ଠିତ

ଆସନ୍ତା ୧୦ ଓ ରାଜ୍ୟ ସମ୍ମୀଳନୀ ଆସନ୍ତା ୩୦ରେ ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଡିୱାଇଏଫଆଇର ୭ମ ରାଉରକେଲା ଆଂଚଳିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏକ ୧୫ ଜଣିଆ କମିଟି ଗଠନ ହେବା ସହିତ ସତ୍ୟମ ତନ୍ତୀ ସଭାପତି ଓ ଲଲାଟେନ୍ଦୁ ନାୟକ ସଂପାଦକ ନିର୍ବାଚିତ ହୋଇଛନ୍ତି । ଆଗାମୀ
Read More...

ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୨ ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ତରଫରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୨ତମ ଜୟନ୍ତୀ ପାଳନ ସଂଘ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ସଭାପତିତ୍ୱ ଓ ଡ. ନଗେନ ଦାସଙ୍କ
Read More...

ପାଇକମାଲ ହାଇସ୍କୁଲରେ ରେଡକ୍ରସ ପ୍ରଶିକ୍ଷଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷ୍ୟାଳୟରେ ରେଡକ୍ରସ ପ୍ରଶିକ୍ଷଣ ପ୍ରଧାନ ଶିକ୍ଷକ ଡ଼ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଛି । ଜିଲ୍ଲା ରେଡକ୍ରସ ତରଫରୁ ଆୟୋଜିତ ଏହି ପ୍ରଶିକ୍ଷଣରେ ଡିଲେଶ୍ୱର ସାହୁ
Read More...

ବ୍ରହ୍ମପୁର ଶାସ୍ତ୍ରୀନଗରରେ ଘରେ ପଶି ଗୁଳିମାଡ଼ ଘଟଣା : ଏଯାଏଁ ପୋଲିସ ପୋଲିସର ହାତ ଖାଲି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ବଡ଼ବଜାରର ଥାନା ଅନ୍ତର୍ଗତ ରଙ୍ଗୁଣୀବନ୍ଧ ସାହି ନିକଟରେ ଥିବା ଶାସ୍ତ୍ରୀ ନଗରର ଏସ. ରୁନା ଅଚାରୀ ନାମଙ୍କ ଜଣ ବ୍ୟକ୍ତିଙ୍କୁ ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତିମାନଙ୍କୁ ଏମକେସିଜି ମେଡ଼ିକାଲରେ
Read More...

ସିଆଇଏସ୍‌ସିଇ ରିଜୋନାଲ ଟାଇକଣ୍ଡୋରେ ବଲାଙ୍ଗିରକୁ ୪ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଗଷ୍ଟ ୧ ଓ ୨ ଦୁଇ ଦିନ ଧରି କେନ୍ଦୁଝର ଜିଲ୍ଲା ନିର୍ମାଳ କନଭେନ ସ୍କୁଲରେ ସିଆଇଏସ୍‌ସିଇ ରିିଜୋନାଲ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ଶ୍ରେୟାଂଶ ଭଞ୍ଜ ଅଣ୍ଡର ୧୪ ବର୍ଷ ବାଳକ ୪୧-୪୫ କେଜି
Read More...