Yearly Archives

2025

କାର୍ ସହ ୩୦ କେଜି ଗଞ୍ଜେଇ ଜବତ : ୨ ଗିରଫ

ତୁଷୁରା, (ଖୁସିରାଣୀ ସାହୁ) : ଅବକାରୀ ବିଭାଗ ଏକ କାର୍ ସହ ଗଞ୍ଜେଇ ଜବତ କରି ୨ ଜଣକୁ ଗିରଫ କରିଛି । ତୁଷୁରା ଅବକାରୀ ନିରୀକ୍ଷକ ଶ୍ରୀକାନ୍ତ ପାଣିଗ୍ରାହୀ ତୁଷୁରା ଉଡ଼ାଜାହାଡହାଜ ପଡ଼ିଆ ନିକଟରେ ଦ୍ରୁତଗତିରେ ଆସୁଥିବା ଏକ କାରକୁ ଅଟକାଇ ଯାଞ୍ଚ କରିଥିଲେ । ସେଥିରେ ୩୦କେଜି ଗଞ୍ଜେଇ
Read More...

ଓକିଲ ଆଶୁତୋଷ ଷଡଙ୍ଗୀଙ୍କ ମାତୃ ବିୟୋଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଓକିଲ ସଂଘର ବରିଷ୍ଠ ଓକିଲ ଆଶୁତୋଷ ଷଡଙ୍ଗୀଙ୍କ ମାତା ପ୍ରମୋଦିନୀ ଷଡଙ୍ଗୀଙ୍କ ବିୟୋଗ ହୋଇଯାଇଛି । ବାର୍ଦ୍ଧକ୍ୟ ଜନିତ ରୋଗ ଯୋଗୁଁ ସେ ବହୁତ ଦିନରୁ ଅସୁସ୍ଥ ରହି ମହାଲକ୍ଷ୍ମୀ ନଗର ସ୍ଥିତ ନିଜ ବାସଗୃହରେ ଚିକିତ୍ସିତ ହେଉଥିଲେ । ବୁଧବାର ରାତି
Read More...

ବିଜେପି ବରିଷ୍ଠ ନେତା ନୃସିଂହ ଜେନାଙ୍କ ବିୟୋଗରେ ବିଜେପି ଓ ଅନ୍ୟାନ୍ୟ ଅନୁଷ୍ଠାନରେ ଶୋକର ଛାୟା

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପିର ବରିଷ୍ଠ ନେତା ନୃସିଂହ ଚରଣ ଜେନାଙ୍କ ୬୨ ବର୍ଷ ବୟସରେ ଗତ କାଲି ରାଉରକେଲା ଆପୋଲୋ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସ ଆମ୍ବୁଲାନ୍ସରେ ଯାତ୍ରା କରିବା ସମୟରେ ସେ ରାସ୍ତାରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ଏହି ଖବର ପାଇବା ମାତ୍ରେ ବିଜେପି ମହଲରେ
Read More...

ବୃକ୍ଷ ହିଁ ଭଗବାନ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜା ସେବା ସଂଗଠନର ସହଯୋଗରେ ପୂଜ୍ୟପୂଜା ସେବା ସଂଗଠନର ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଗତ ତିନି ଦିନ ଧରି ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି । ପ୍ରଥମ ଦିନ ଆର.ଆର. କଲୋନି ଓ ସଦାଇପାଲି
Read More...

ରାଉରକେଲା କଲେଜରେ ସମ୍ବଲପୁରୀ ଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାଠାରେ ସମ୍ବଲପୁରୀ ଦିନ ମହାସମାରୋହରେ ପାଳିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ରବିନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତା ଓ ପ୍ରଶାସନିକ ଅଧିକାରୀ ରଶ୍ମୀରଂଜନ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି
Read More...

ବାଲିଗୁଡା ଏନଏସିରେ କାଉନସିଲ ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହଠାରେ ୧୨ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ଫୁସଫୁସ କର୍କଟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପରିସରରେ ଅଗଷ୍ଟ ୧ ତାରିଖରେ ବିଶ୍ୱ ଫୁସଫୁସ କର୍କଟ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଶ୍ୱବିଦ୍ୟାଳୟ ପରିସରରୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ଶୋଭାଯାତ୍ରା ବାହାରି ଥିଲା । ଏଥିରେ ଛାତ୍ରଛାତ୍ରୀମାନେ ଫୁସଫୁସ କର୍କଟ
Read More...

ପୋଷାକ ବିତରଣ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଜୁରୀ କ୍ଲଷ୍ଟର ଅନ୍ତର୍ଗତ ଲୁଡୁକିବେଡା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବୈଷ୍ଣବ ଗଡତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ
Read More...

ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ସମ୍ପୁର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ବିଡ଼ିଓ ପ୍ରଫୁଲ୍ଲ କୁମାର ଓଦୁଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ
Read More...

ବକଟି ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ବକଟି ସ୍ଥିତ ବଂଶୀଧର ମେମୋରିଆଲ ଉଚ୍ଚ ବିଦ୍ୟାଳୟରେ ଦୀର୍ଘଦିନରୁ ଶିକ୍ଷକ ସମସ୍ୟା ଲାଗି ରହିଛି । ଏହି ବିଦ୍ୟାଳୟରେ ମୋଟ ମଞ୍ଜୁରୀପ୍ରାପ୍ତ ୮ ଜଣ ଶିକ୍ଷକ ମଧ୍ୟରୁ ପ୍ରଧାନ ଶିକ୍ଷକ, ଟିଜିଟି କଳା ଓ ସିବିଜେଡ ଏବଂ ସଂସ୍କୃତ ଓ ଖେଳ ଶିକ୍ଷକଙ୍କୁ
Read More...