Yearly Archives

2025

ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨,୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଥିବା କେନ୍ଦ୍ର କ୍ୟାବିନେଟ ଆଜି ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨୦୨୫-୨୬ରୁ ୨୦୨୮-୨୯ ପର୍ଯ୍ୟନ୍ତ ଚାରି ବର୍ଷ ପାଇଁ ୨୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି । ଏହା
Read More...

ବିଲେଇସର୍ଡ଼ା ହାଇସ୍କୁଲରେ ପ୍ରେମଚନ୍ଦ ଜୟନ୍ତୀ ପାଳିତ

"ପ୍ରେମଚନ୍ଦ ନିଜର କାହାଣୀ ଓ ଉପନ୍ୟାସ ପାଇଁ ଚିର ଅମର ରହିବେ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟଠାରେ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ମାର୍ଗଦର୍ଶନରେ ଆୟୋଜିତ
Read More...

କର୍ମକ୍ଷେତ୍ରରେ ଯୌନ ଶୋଷଣ ସଂପର୍କିତ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହିଳାମାନେ ଆମ ସମାଜର ସଂରକ୍ଷକ । ସେମାନଙ୍କ ସୁରକ୍ଷା ଓ ନିରାପତ୍ତା ସବୁଠୁ ଗୁରୁତ୍ୱପୂର୍ଣ୍ଣ । ସେମାନଙ୍କ ବଳିଷ୍ଠ ଯୋଗଦାନ ହିଁ କୌଣସି ସମାଜର ଭୂୟୋବିକାଶର ପ୍ରଥମ ସୋପାନ । ଏଥିରେ ବ୍ୟତିକ୍ରମ କିନ୍ତୁ ଗ୍ରହଣୀୟ ନୁହେଁ । ତାଙ୍କୁ ବିଭିନ୍ନ ଅନାଚାରରୁ
Read More...

ରିକାପଲ୍ଲୀରେ ଏଲ୍.ଭି. ପ୍ରସାଦ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ସେବା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହାରାଞ୍ଚଳର ରିକାପଲ୍ଲୀ ସାହି କମ୍ୟୁନିଟ୍ ହଲରେ ୧୨ ନମ୍ବର ୱାର୍ଡ କାଉନସିଲର ପ୍ରତିନିଧି ବି. ଗୋପାଳ ସ୍ୱାମୀଙ୍କ ନେତୃତ୍ତ୍ଵରେ ଅଗ୍ରଣୀ ସଂଗଠନ ବ୍ରହ୍ମପୁର ସ୍ଥିତ ଏଲ୍.ଭି. ପ୍ରସାଦ ଅନୁଷ୍ଠାନ ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ସେବା
Read More...

ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଆକାଂକ୍ଷା ହାଟ ଉଦଘାଟିତ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଶଙ୍କରା ସ୍ଥିତ କଲ୍ୟାଣ ମଣ୍ଡପଠାରେ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସେହିଭଳି ଆକାଂକ୍ଷା ହାଟ ମଧ୍ୟ ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ,
Read More...

ବଡ଼ସାଇମରାରୁ ବିବାହିତା ମହିଳା ନିଖୋଜ : ଥାନାରେ ମାମଲା ରୁଜ୍ଜୁ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡ଼ସାଇମରା ପଞ୍ଚାୟତ ଖଲିଆପାଲି ଗ୍ରାମର ହିମାଦ୍ରୀ ଦେଓ(୩୦)ନାମକ ଜଣେ ବିବାହିତା ମହିଳା ବୁଧବାର ପୂର୍ବାହ୍ନରେ ଘରୁ ନିଖୋଜ ହୋଇଯାଇଥିବା ନେଇ ତାଙ୍କ ସ୍ଵାମୀ ରଞ୍ଜିତ ଦେଓ(୪୩)ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
Read More...

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ଯକ୍ଷ୍ମା ରୋଗର ନିରାକରଣ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ଯକ୍ଷ୍ମା ନିରାକରଣ ସଚେତନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହେଇଯାଇଛି ।ଛତ୍ରପୁର ବ୍ଳକ ମୁନିସିପେଣ୍ଠ ସ୍ଵାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡ଼ା. ସ୍ଵାଧୀନ ରଥଙ୍କ ନିର୍ଦ୍ଦେଶ କ୍ରମେ ଏହା ସମ୍ପାଦିତ ହୋଇଥିଲା ।
Read More...

ମହମ୍ମଦ ରଫିଙ୍କୁ ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବର ସଙ୍ଗୀତ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ ସହରର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "ସଙ୍ଗୀତ ତରଙ୍ଗ ମ୍ୟୁଜିକ୍ କ୍ଲବ୍" ର ପ୍ରତିଭା ସମ୍ପନ୍ନ କଳାକାରମାନେ ସେକ୍ଟର ୨୦ ସ୍ଥିତ ରାଉରକେଲା କ୍ଲବ୍ ଠାରେ ଆୟୋଜିତ ଏକ ସଙ୍ଗୀତ ସନ୍ଧ୍ୟାରେ ବଲିଉଡର ବିଗତ ଦିନର ପ୍ରଖ୍ୟାତ ପ୍ରଛଦପଟ
Read More...

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଧେଶିକାଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୁରୁବାର ପଦ୍ମପୁର ଉପଖଣ୍ଡକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଧେଶିକା କଲ୍ୟାଣୀ ଦାସ ଏକ ଦିନିକିଆ ଗସ୍ତରେ ଆସି ଉପଖଣ୍ଡ ସୂଚନା ଓ ଲୋକ‌ ସମ୍ପର୍କ ବିଭାଗର କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଅବସରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ
Read More...

ଗଉଡ଼ତୁଲା ପେକ୍ସକୁ କୁରସୁଡ ପେକ୍ସ ସ୍ଥାନାନ୍ତର ଦାବିରେ ସହାୟକ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଚାଷୀ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଦିଗଶିରା ପଞ୍ଚାୟତର ଗଉଡତୁଲା ପେକ୍ସରେ ଚାଷୀ ଅଶାନ୍ତି । ଏହାର କାରଣ ହେଉଛି ଯିଏ ଚାଷୀ ନୁହେଁ ସେମାନଙ୍କ ନାଆଁରେ ଉଠୁଛି କୁଇଣ୍ଟାଲ କୁଇଣ୍ଟାଲ ଧାନ ଏବଂ ଅସଲ ଚାଷୀ ପଞ୍ଜିକରଣ କଲେ ସେମାନଙ୍କ ନାଁରେ କମ୍‌ ଧାନ ପଞ୍ଜିକୃତ
Read More...