୬୫ତମ ଓଡିଶା ରାଜ୍ୟ ସନ୍ତରଣ ପ୍ରତିଯୋଗିତାରେ ପି.ପି. ଏକାଡେମୀ ଛାତ୍ରମାନଙ୍କ କୃତିତ୍ୱ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ରାଜ୍ୟ ସନ୍ତରଣ ପ୍ରତିଯୋଗିତା ୨୩ରୁ ୨୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ସନ୍ତରଣାଗାରଠାରେ ଆୟୋଜିତ ହୋଇଯାଇଛି । ରାଜ୍ୟ ସନ୍ତରଣ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଜିଲ୍ଲାରୁ ୧୭ ଜଣ ଛାତ୍ର ଅଂଶଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬ ଜଣ!-->…
Read More...
Read More...