Yearly Archives

2025

ମଦନପୁର ଆଦର୍ଶ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ

-ସ୍ୱତନ୍ତ୍ର ଖେଳ ପଡିଆ ପାଇଁ ଦାବି ମ.ରାମପୁର, (ପିକେସାହୁ) : ମ.ରାମପୁର ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ, ମଦନପୁରର ବାର୍ଷିକ କ୍ରୀଡା ୨୦୨୫-୨୬ ଉଦଯାପିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମରେ ପ୍ରଥମ ଦିନରେ ଏସ୍.ଏସ୍.ଡି ହାଇସ୍କୁଲ ପ୍ରଧାନ
Read More...

ସିଆଇଟିୟୁ ସୁନ୍ଦରଗଡ଼ ଜିଲ୍ଲା ୭ମ ସାଂଗଠନିକ ସମ୍ମିଳନୀ ଅନୁଷ୍ଠିତ

ମୋଦି ସରକାରଙ୍କ ନୂତନ ଶ୍ରମ କୋର୍ଡ ଶ୍ରମିକ ଶ୍ରେଣୀକୁ ଗୋଲାମୀ ମଧ୍ୟକୁ ଠେଲିଦେବ - ବିଷ୍ଣୁ ମହାନ୍ତି ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତର ଟ୍ରେଡ ୟୁନିୟନ କେନ୍ଦ୍ର (ସିଆଇଟିୟୁ)ର ୭ମ ସୁନ୍ଦରଗଡ଼ ଜିଲ୍ଲା ସାଂଗଠନିକ ସମ୍ମିଳନୀ ସ୍ଥାନୀୟ ଶ୍ରମିକ ଭବନ ସେକ୍ଟର -୧୬ ଠାରେ ଅନୁଷ୍ଠିତ
Read More...

ଛତ୍ରପୁର ସହରାଞ୍ଚଳର ସାମଗ୍ରିକ ବିକାଶ ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ସାମଗ୍ରିକ ବିକାଶ ନିମନ୍ତେ ଗଞ୍ଜାମ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ପୂର୍ବକ ବରିଷ୍ଠ ନାଗରିକ ନେତ୍ତୃବର୍ଗ ତିନୋଟି ଦଫା ସମ୍ବଳିତ ବିଷୟ ଉପରେ ଆପୋଷ ଆଲୋଚନା କରିଛନ୍ତି । ଛତ୍ରପୁରର ବରିଷ୍ଠ ନାଗରିକ ତଥା ପୂର୍ବତନ
Read More...

ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ରବିବାର ଦିବା ୧୦ ଘଟିକା ସମୟରେ ବଣିବକ୍ରେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଗ୍ରାମ୍ୟ ରମ୍ୟର ସମ୍ପାଦିକା ଲକ୍ଷ୍ମୀ ପ୍ରିୟା ଦାଶଙ୍କ ଆୟୋଜନରେ ପଞ୍ଚମ ବାର୍ଷିକ ଉତ୍ସବ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା
Read More...

ତହଁକ କୁଟୁମ୍‌ର ଭାବର ଭେଟ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାବରେ ମଣିଷ ବନ୍ଧା । ଭାବ ହିଁ ମଣିଷ ଭିତରେ ନିବିଡ ସମ୍ପର୍କ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ବଲାଙ୍ଗିର ପଥରଚେପା ପଞ୍ଚବଟୀ ଉଦ୍ୟାନରେ ତହଁକ ସାହିତ୍ୟ କୁଟୁମର ଭାବର ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାହିତ୍ୟିକ ଓ ସାମ୍ବାଦିକ
Read More...

ମୁରିବାହାଲ ସପ୍ତମ ବର୍ଷ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ବରଣ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଆସନ୍ତା ୧୭ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା ସପ୍ତମ ବର୍ଷ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରବିବାର ଆୟୋଜକ ମହୋତ୍ସବ
Read More...

“ନିଶା ମୁକ୍ତ ଭାରତ ଅଭିଯାନ” ଅନ୍ତର୍ଗତ ରାଉରକେଲାରେ ଐତିହାସିକ ଯୁବ ଜନ-ଜାଗରୁକତା ରାଲିର ଭବ୍ୟ ଆୟୋଜନ

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ରହ୍ମାକୁମାରୀ ରାଉରକେଲା ତତ୍ତ୍ୱାବଧାନରେ ଦେଶବ୍ୟାପୀ “ନିଶା ମୁକ୍ତ ଭାରତ ଅଭିଯାନ” ଅନ୍ତର୍ଗତ ଆଜି ରାଉରକେଲା ଷ୍ଟିଲ୍ ସିଟିରେ ଏକ ଐତିହାସିକ ଓ ପ୍ରେରଣାଦାୟକ ଯୁବ ଜନ-ଜାଗରୁକତା ରାଲି ଭବ୍ୟ ଭାବରେ ଆୟୋଜିତ ହୋଇଥିଲା । ଏହି ବିଶାଳ ରାଲି ସକାଳ ୮ଟା ୩୦
Read More...

ଜଳବାୟୁ ପରିବର୍ତ୍ତନ ଦିବସ ପାଳନ

ରାଉରରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଶାଖା ତରଫରୁ ମାସିକ ସାରସ୍ୱତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଆଲୋଚକ ଥିଲେ, ବିଶିଷ୍ଟ ସ୍ତମ୍ଭକାର ତଥା ଅର୍ଥନୀତି ବିଶାରଦ ନଳିନୀକାନ୍ତ ଧର, ସଭାପତିତ୍ୱ କରିଥିଲେ ବିଶିଷ୍ଟ ଶିକ୍ଷାବିତ ଡ. ଚିରବ୍ରତ ଦତ୍ତ ।
Read More...

ମାହେଶ୍ଵରୀ ମହୋତ୍ସବ – ୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ମା' ମାହେଶ୍ଵରୀ ସେନା ତରଫରୁ ୪ର୍ଥ ବାର୍ଷିକ ପାଇଁ ମାହେଶ୍ଵରୀ ମହୋତ୍ସବ ଆୟୋଜିତ ହୋଇଯାଇଛି । ଆମ ଅଂଚଳର ସଂସ୍କୃତି ପରମ୍ପରା ପ୍ରଚାର ପ୍ରସାର ଏବଂ ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ପାଇଁ ମା' ମାହେଶ୍ଵରୀ ସେନାର ଏକ ପ୍ରୟାସ । ଓଡ଼ିଆ ଭାଷା,
Read More...

ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଜଣେ ଗିରଫ : ମୋବାଇଲ ସମେତ ୪ଟି ଚୋରି ବାଇକ ଜବତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ ଟାଉନ ଥାନା ପୁଲିସ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି । ତାଙ୍କ ନିକଟରୁ ଲୁଟ ହୋଇଥିବା ମୋବାଇଲ ସମେତ ୪ଟି ଚୋରି ବାଇକ ଜବତ କରାଯାଇଛି । ଗିରଫ ଯୁବକ ହେଲେ ଫୁଲବାଣୀ ସହର କୁମ୍ଭାରପଡାର ରାକେଶ
Read More...