ଭୁତିଆରବାହାଲ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ ଓ ଚାରା ବଣ୍ଟନ
ବଲାଙ୍ଗିର, (କେପିଏନ୍ଏସ୍) : ସରକାରୀ ପ୍ରାଥମିକ ବିଦ୍ୟାଳୟ ଭୁତିଆରବାହାଲ ଚଳିତ ବର୍ଷ ଏହାର ୧୨୫ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରସ୍ତାବିତ ୨ଟି କାର୍ଯ୍ୟକ୍ରମ ମଧ୍ୟରୁ ଆଜି ଦୁଇଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିଛି । ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମରେ!-->…
Read More...
Read More...