Yearly Archives

2025

ଜଳପ୍ରପାତରେ ବୁଡ଼ି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର : ବୁର୍ଲା ଭୀମସାରର ଦୁଇ ଜଣ ଡାକ୍ତରୀ ଛାତ୍ରଛାତ୍ରୀ ପାଣିରେ ବୁଡି ମୃତ । ଆଜି ଦିନ ପ୍ରାୟ ୨ଟା ସମୟରେ ଭୀମସାରର କିଛି ଛାତ୍ରଛାତ୍ରୀ ଯୁଯୁମୁରା ଦେବଝରଣ ଜଳ ପ୍ରପାତକୁ ବୁଲିବାକୁ ଯାଇଥିଲେ । ସେଠାରେ ଗାଧୋଇବାବେଳେ ଜଳ ପ୍ରପାତର ଗଭୀର ଗାତକୁ ଚାଲି ଯାଇଥିଲେ । ଫଳରେ ଦୁଇ ଜଣ
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୃସିଂହ ମନ୍ଦିର ପରିସରରେ ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ ସଭାପତି ଆଇନଜୀବୀ ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବରେ ଡ. ପ୍ରେମଚାନ୍ଦ ମହାନ୍ତି ଯୋଗଦାନ କରି ବିଦେଶରେ ସଂସ୍କୃତ ଭାଷାର ଆଦର ଓ
Read More...

ଭୁଲ ମୋର ଭୋଗୁଛନ୍ତି ପରିବାର : ଗାଁରୁ ବାସନ୍ଦ ପୁଣି କାଙ୍ଗାରୁ କୋର୍ଟ ଥାନାରେ ଦ୍ୱାରସ୍ଥ ପରିବାର

ଗଞ୍ଜାମ, (ପ୍ରଦିପ କୁମାର ପଣ୍ଡା) : ପୁଣି କିଛି ମାସ ଅନ୍ତରରେ ପୁଣି ଗଞ୍ଜାମ ବ୍ଲକ ରେ କଙ୍ଗାରୁ କୋର୍ଟ ପୁଅ ଦୋଷ କରିଲା ଭୋଗିବାକୁ ପଡୁଛି ପରିବାର ଲୋକଙ୍କୁ । ଗାଁ କମଟି ସାମାଜିକ ବାସନ୍ଦ କରିବା ସହ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ହୋଇଛି । ଶେଷରେ ନ୍ୟାୟ ପାଇବା ପାଇଁ ଥାନାରେ
Read More...

ସେଞ୍ଚୁରିଅନ ଜେଆଇଟିଏମ ୟୁଥ ପାର୍ଲିଆମେଣ୍ଟ- ୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଗଣତନ୍ତ୍ର ହେଉଛି ପୃଥିବୀର ସର୍ବ ବୃହତ ଗଣତନ୍ତ୍ର । ଏଠାରେ ସଂସଦୀୟ ଗଣତନ୍ତ୍ରର ବ୍ୟବସ୍ଥା ରହିଛି । ଗଣତନ୍ତ୍ରର ମୂଳ ମନ୍ତ୍ର ହେଲା ଶିକ୍ଷା । ଗଣତାନ୍ତ୍ରିକ ମୂଲ୍ୟବୋଧର ଶିକ୍ଷା ଓ ବ୍ୟବସ୍ଥା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ପାଇଁ
Read More...

ବୁବେଲ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀଙ୍କ ପାଇଁ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକର ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ବୁବେଲଠାରେ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧକ୍ଷା ଗିରିଜା ବାଙ୍କୀଙ୍କ ସଭାପତତ୍ୱରେ ସଭା ଆରମ୍ଭ କରାଯାଇଛି । ପରିଚୟ
Read More...

ଇନ୍ଦ୍ରାବତୀ ପାୱାର ଚ୍ୟାନେଲରେ ନିଖୋଜ ଥିବା ଭିନ୍ନକ୍ଷମର ଶବ ଉଦ୍ଧାର

ଜୟପାଟଣା, (ଶେଷଦେବ ବେହେରା ) : ଗତ ଚବିଶ ତାରିଖ ଗୁରୁବାର ସନ୍ଧ୍ୟା ପାଞ୍ଚଟା ବେଳେ ଜୟପାଟଣା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ଯୁନା ପାଣି ଗ୍ରାମର ଭିନ୍ନ କ୍ଷମ ଯୁବକ ମଂଗୁ ମାଝୀ ଇନ୍ଦ୍ରାବତୀ ପାୱାର ଚ୍ୟାନେଲରେ ଭାସିଯାଇ ନିଖୋଜ ହୋଇଯାଇଥିଲା । ଅଗ୍ନିଶମ ବିଭାଗ ଓ ପୋଲିସର ଉପସ୍ଥିତି
Read More...

ନୂତନ ଏସ୍‌ଡିପିଓଙ୍କ ଯୋଗଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ନୂତନ ଏସ୍‌ଡିପିଓ ଭାବେ ଡୋଳାମଣି ଭୋଇ ଯୋଗ ଦେଇଛନ୍ତି । ଏସ୍‌ଡିପିଓ ଶ୍ରୀ ଭୋଇଙ୍କୁ ଆଜି ବରିଷ୍ଠ ସାମ୍ବାଦିକ ଶୁଭେନ୍ଦୁ କୁମାର ପଣ୍ଡା, ଦୀପକ କୁମାର ସାହୁ, ଚକ୍ରଧର ନାଏକ, ଉମେଶ ଚନ୍ଦ୍ର ଦୁରିଆ ପ୍ରମୁଖ ତାଙ୍କ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ଶିଶୁ ବାଟିକା ବିଭାଗ ଓ ପ୍ରାଥମିକ ବର୍ଗର ବିଜ୍ଞାନ ମେଳାରେ ୨୪୫ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏଥିରେ ଦିବା
Read More...

ଶ୍ରୀ ସ୍ଵପ୍ନେଶ୍ୱର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟି ତରଫରୁ ଛତା ଓ ଜୋତା ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶ୍ରୀସ୍ଵପ୍ନେଶ୍ୱର ମହାଦେବ ମନ୍ଦିର ଶୀତଳ ଷଷ୍ଠୀ କମିଟି ତରଫରୁ ଛାତ୍ରୀମାନଙ୍କୁ ଛତା ଓ ଜୋତା ବଣ୍ଟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମ ପାଇଁ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ
Read More...

ଗାନ୍ଧୀନଗର ପଡ଼ାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗାନ୍ଧୀନଗର ପଡ଼ା (ଗାନ୍ଧୀ କ୍ଲବ୍) ଠାରେ ଅନୁଷ୍ଠିତ ହେଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...