Yearly Archives

2025

ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ପ୍ରଧାନମନ୍ତ୍ରୀ ଷ୍ଟାରମର,ବନ୍ଧୁଗଣ,ନମସ୍କାରସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ
Read More...

ଯୁକ୍ତରାଜ୍ୟର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ମହାମହିମ,ଏହି ସ୍ୱାଗତ ପାଇଁ, ଏହି ଭବ୍ୟ ସମ୍ମାନ ପାଇଁ ମୁଁ ଆପଣଙ୍କ ପ୍ରତି ହୃଦୟର ଗଭୀରତାରୁ ବହୁତ କୃତଜ୍ଞତା ପ୍ରକାଶ କରୁଛି । ଆଜି ଆମେ ଚେକର୍ସରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛେ । ଉଭୟ ଭାରତ ଏବଂ ଯୁକ୍ତରାଜ୍ୟ ଏକାଠି ଏକ ନୂତନ ଇତିହାସର ମୂଳଦୁଆ ସ୍ଥାପନ କରୁଛନ୍ତି
Read More...

କଣ୍ଟାବାଞ୍ଜି ପ୍ରେସ କ୍ଲବ ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ପ୍ରେସ କ୍ଲବ ପଞ୍ଚମ ବାର୍ଷିକ ଉତ୍ସବ ସ୍ଥାନୀୟ ବନମାଳୀ ପେଲେସଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ
Read More...

ସରକାରଙ୍କ ସମର୍ଥନ ଦ୍ୱାରା ଭାରତରେ ରେକର୍ଡ ନିବେଶ ଆକର୍ଷିତ କରୁଛନ୍ତି ସେମିକଣ୍ଡକ୍ଟର ଷ୍ଟାର୍ଟଅପ୍

ନୂଆଦିଲ୍ଲୀ, (ପିଆଇବି) : ଭାରତରେ ସେମିକଣ୍ଡକ୍ଟର ନିର୍ମାଣ ଇକୋସିଷ୍ଟମ ଦିନକୁ ଦିନ ମଜବୁତ ହେଉଛି । ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ ପ୍ରସ୍ତୁତି ଆଧାରିତ ପ୍ରୋତ୍ସାହନ ଯୋଜନା ଏବଂ ଚିପ୍ସ ଟୁ ଷ୍ଟାର୍ଟଅପ୍ (ସିଟୁଏସ୍) କାର୍ଯ୍ୟକ୍ରମ ଅଧୀନରେ ସମର୍ଥିତ ଷ୍ଟାର୍ଟଅପ୍ ଗୁଡ଼ିକ ଏବେ
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ମାଳଦ୍ୱୀପ ଗସ୍ତ

ନୂଆଦିଲ୍ଲୀ, (ପିଆଇବି) : ଜୁଲାଇ ୨୫ ଏବଂ ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଳଦ୍ୱୀପ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୦୨୩ରେ ଡକ୍ଟର ମହମ୍ମଦ ମୁଇଜୁ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ମାଳଦ୍ୱୀପକୁ ପ୍ରଥମ ସରକାରୀ ଗସ୍ତ
Read More...

ଆୟକର ଦିବସ-୨୦୨୫ : ରାଷ୍ଟ୍ର ନିର୍ମାଣରେ ଆୟକରର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ

ନୂଆଦିଲ୍ଲୀ, (ପିଆଇବି) : ଭାରତର ଆର୍ଥିକ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟକୁ ସ୍ମରଣ କରିବା ପାଇଁ ୨୪ ଜୁଲାଇକୁ ଆୟକର ଦିବସଭାବେ ପାଳନ କରାଯାଏ । ଆୟକର ଦିବସ ହେଉଛି ଏକ ଦୃଢ଼ ଏବଂ ଅନ୍ତର୍ଭୁକ୍ତ କର ବ୍ୟବସ୍ଥା ଗଠନ ପ୍ରତି ଭାରତର ନିରନ୍ତର ପ୍ରତିବଦ୍ଧତା ପ୍ରତି ଏକ ସ୍ୱୀକୃତି ।
Read More...

ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ ଅଧ୍ୟକ୍ଷତାରେ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ କଲେଜର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀଙ୍କ ସମେତ ଚଳିତ ବର୍ଷ ଯୁକ୍ତ ଦୁଇ
Read More...

ଗାନ୍ଧର୍ବ କଳା ସମ୍ମାନରେ ସମ୍ମାନିତ ହେଲେ ଛତ୍ରପୁରର କାଠ ପାଦ ନୃତ୍ୟ ଗୁରୁ ସମୀର କୁମାର ବେହେରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କଳାକାର ଦିବସ ଉପଲକ୍ଷେ " ଓଡ଼ିଆ କଳାକାରଙ୍କ ସ୍ୱର " ପକ୍ଷରୁ କଳାକାରମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଭୁବନେଶ୍ଵର ଭଞ୍ଜକଳା ମଣ୍ଡପଠାରେ ବୁଧବାର ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁରର ଅଗ୍ରଣୀ
Read More...

ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର ମିଳିତ ବିରୋଧୀଦଳ ପକ୍ଷରୁ ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଜଗନ୍ନାଥ ମନ୍ଦିର ନିକଟରେ ରବି ଗୋସ୍ୱାମୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଶାସକ ବିଜେପିର ଓଡ଼ିଆ ଅସ୍ମିତାର
Read More...

ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାରୀ ଶକ୍ତି ସଂଗଠନ ତରଫରୁ ଗୋଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବଲାଙ୍ଗିରର ବାହ୍ମଣୀପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଦସ୍ୟା ସକିଲା ବାନୋଙ୍କର ନିଜସ୍ୱ କ୍ଷେତ ଜାଗା ରେ ବୃକ୍ଷ ରୋପଣ ହୋଇଥିଲା । ଯେପରି କି ଆଗାମୀ ସମୟରେ ସେହି ବୃକ୍ଷମାନଙ୍କ
Read More...