ସେଞ୍ଚୁରିଅନ ବିଦ୍ୟାଳୟ (ଜେଆଇଟିଏମ) ପରିସରରେ ବିଶ୍ୱ ସ୍ୱ-ଯତ୍ନ ଦିବସ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ବ୍ୟକ୍ତି ଜୀବନରେ ସମାଜସେବା ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ମାତ୍ର ସମାଜସେବା କରିବାକୁ ହେଲେ ବ୍ୟକ୍ତିକୁ ପ୍ରଥମେ ନିଜେ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବା ଉଚିତ । ସେଞ୍ଚୁରିଅନ ବିଦ୍ୟାଳୟର କର୍ତ୍ତୃପକ୍ଷ ଛାତ୍ର, ଛାତ୍ରୀଙ୍କୁ ସ୍ଵ-ଯତ୍ନ!-->…
Read More...
Read More...