Yearly Archives

2025

ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା ସରକାରୀ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟରେ ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନାଗରିକ କମିଟିର ସମ୍ବିଧାନ ସଂଶୋଧନ ପରେ ଏହା ହେଉଛି ପ୍ରଥମ ତ୍ରୟୋମାସିକ ସଭା । ସଭାପତି ଡ.
Read More...

କାଦୁଅ ପଚ ପଚ ରାସ୍ତାରେ ବୁହା ହେଲା ଶବ

କେସିଙ୍ଗା, (ପ୍ରୀତେଶ ପଟେଲ) : ରାଜ୍ୟ ସରକାର ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାରେ ବିଫଳ ହୋଇଥିବା ଅଭିଯୋଗ ହୋଇଛି । ଲୋକ ତ ଲୋକ ଶବ ଯିବା ପାଇଁ ରାସ୍ତାଟେ ନାହିଁ । ଯାହା ଦ୍ଵାରା ଗାଁ ଶ୍ମଶାନକୁ ଶବ ନେବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ଅଞ୍ଚଳବାସୀ । ଶେଷରେ କାଦୁଅ ପଚ ପଚ
Read More...

ଆୟୁର୍ବେଦ ମହାବିଦ୍ୟାଳୟରେ ପୋଲିସର ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନର ମିଟିଂ ହଲ୍‌ରେ ମଙ୍ଗଳବାର ପାଇକମାଲ ପୋଲିସ ତରଫରୁ ଗୋଟିଏ ସଚେତନତା କାର୍ଯ୍ୟକ୍ରମ ଅନୁଡିତ ହୋଇଯାଇଛି । ଏଥିରେ ପ୍ରିନ୍ସପାଲ ଜଗବନ୍ଧୁ ମିଶ୍ର ସଭାପତିତ୍ୱ
Read More...

ଦିଲ୍ଲୀ ବୁକ୍ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ଆନ୍ତର୍ଜାତୀୟ ମାଷ୍ଟର କ୍ରୀଡାବିତ୍ ଡ. ସନ୍ତୋଷ କୁମାର ପଧାନ

ବରଗଡ଼, (ନିରୋଜ କୁମାର ପାଣୀ) : ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମାଷ୍ଟର ଆଥଲେଟିକ୍ସ ଖେଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଦେଶ, ରାଜ୍ୟ ତଥା ନିଜ ଜିଲ୍ଲା ପାଇଁ ଶହେରୁ ଅଧିକ ପଦକ ହାସଲ କରିଥିବା ଡ. ସନ୍ତୋଷ କୁମାର ପଧାନଙ୍କୁ ଦେଶର ରାଜଧାନୀ ନୂଆଦିଲ୍ଲୀ ଠାରେ ଡି. ବି. ଆର୍
Read More...

ଆର୍‌. ବି ହାଇସ୍କୁଲରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆର୍‌. ବି ହାଇସ୍କୁଲରେ ପଂଚାୟତ ସମିତି ରାଜବୋଡାସମ୍ବର ଆନୁକୂଲ୍ୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ସିଂ ବରିହା ଓ ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ
Read More...

ଅନ୍ଧାରିବାଞ୍ଜି କ୍ଲଷ୍ଟରସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରିବାଞ୍ଜି କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନ୍ଧାରିବାଞ୍ଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିନୋଦ
Read More...

ଓଡିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ଦେଲା ଭଞ୍ଜସେନା

ମୟୁରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅସ୍ଥାୟୀ ଦାୟିତ୍ଵରେ ରହି ବିଭିନ୍ନ ଦୁର୍ନୀତିମୂଳକ କାର୍ଯ୍ୟରେ ସଂଶ୍ଲିଷ୍ଟ କୁଳପତିଙ୍କୁ ତୁରନ୍ତ ସେଠାରୁ କାଢ଼ି ଏକ ନୂତନ କୁଳପତିଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ ତାଙ୍କ କାର୍ଯ୍ୟକାଳ ସମୟରେ
Read More...

ସ୍ଥାୟୀ ସଡ଼କ ନିର୍ମାଣ ଦାବିରେ ଆମରଣ ଅନଶନ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବାନେର ଲଡୁଗାଁ ସଂଯୋଗୀକରଣ ରାସ୍ତା ଜୟପାଟଣା ଓ କୋକସରା ବ୍ଲକକୁ ସଂଯୋଗ କରୁଥିବା ବେଳେ ଏହି ରାସ୍ତାର ଅବସ୍ଥାକୁ ନେଇ ଜନସାଧାରଣ ବାରମ୍ବାର ଅଭିଯୋଗ ଓ ଆନ୍ଦୋଳନ କରି ଆସୁଥିବା ସତ୍ୱେ ରାସ୍ତାର ପୁନଃ ନିର୍ମାଣ ଓ ସମ୍ପ୍ରସାରଣରେ ବ୍ୟାଘାତ ସୃଷ୍ଟି
Read More...

ପଞ୍ଚଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ ସାହୁଙ୍କ ସଭାପତିତ୍ୱରେ
Read More...

ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ମେଗା ପ୍ଲାଣ୍ଟେସନ ଡ୍ରାଇଭ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ମେଗା ପ୍ଲାଣ୍ଟେସନ ଡ୍ରାଇଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଅଧିକାରୀ ମୀନାରାଣୀ ମଙ୍ଗଳ ମୁଖ୍ୟ ଅତିଥି ଓ ବ୍ଲକ
Read More...