Yearly Archives

2025

ରାଜ୍ୟ ମନ୍ତ୍ରୀମଣ୍ଡଳରେ ହେବ କି ଅଦଳବଦଳ : ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର : ବଢିଲା ସସ୍‌ପେନ୍ସ । ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି । ମଙ୍ଗଳବାର ଦିନ ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଲାଗି ଦିଲ୍ଲୀ ଗସ୍ତ । ଦିଲ୍ଲୀରେ ବିଜେପି ହାଇକମାଣ୍ଡଙ୍କ ସହ
Read More...

ରାଜ୍ୟସଭା ପ୍ରସଙ୍ଗକୁ ଏଡ଼ାଇ ଦେଲେ ଦିଲ୍ଲୀପ ରାୟ : କହିଲେ ବିକାଶ କାମ ନେଇ ମନ୍ତ୍ରୀଙ୍କ ସହିତ ଆଲୋଚନା

ଭୁବନେଶ୍ୱର : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ । ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବାସଭବନକୁ ଯାଇଁ ଭେଟିଛନ୍ତି ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ । ବିଭିନ୍ନ ପ୍ରସଙ୍ଗ ନେଇ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ତେବେ ମନ୍ତ୍ରୀଙ୍କ ସହ
Read More...

ପୁରୀରେ ୩ ଭଉଣୀଙ୍କୁ ଅସଦାଚରଣ ଅଭିଯୋଗ : ଧରାପଡିଲେ ୨ ଯୁବକ

ପୁରୀ : ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରିବା ପରେ ୩ ଭଉଣୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ପୁରୀ ସଦର ଥାନା ଅନ୍ତର୍ଗତ ସମଙ୍ଗ ପାର୍କିଂ ନିକଟରେ ଏଭଳି ଘଟଣା ଘଟିଛି । ସୋମବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଥିବା ବେଳେ ଦୁଇ ଜଣ ଯୁବକଙ୍କୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟ
Read More...

ରାତି ଅଧରେ ଗାଡି ଭାଙ୍ଗିଲେ ଦୁର୍ବୃତ୍ତ : ଥାନାରେ ଅଭିଯୋଗ

ଗଞ୍ଜାମ, (ପ୍ରଦିପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ସ୍ଥାନୀୟ ବାସିନ୍ଦା ଅଶୋକ ପଲାଇଙ୍କ ସ୍ୱିଟି ଡିଯାର (ନମ୍ବର: ଓଡ଼ି ୩୩ଜେ ୪୬୪୯)ର ପଛପଟ ଗ୍ଲାସକୁ ଅଜଣା ଦୁର୍ବୃତ୍ତମାନେ ମଧ୍ୟରାତିରେ ପଥର ଫୋପାଡ଼ି ଭାଙ୍ଗି ଦେଇଥିବା ଅଭିଯୋଗ
Read More...

ଛତୁ ପାଇଁ ହତ୍ୟାକାଣ୍ଡ : ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା

ବରଗଡ, (ମୁନ୍ନା ସାହୁ) : ଛତୁ ପାଇଁ ହତ୍ୟାକାଣ୍ଡ । ଦାଦା, ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦାଦାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପଦ୍ମପୁର ଥାନା ଅନ୍ତର୍ଗତ ପଥୁରୀ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ
Read More...

ପୁଣି ଯୌନ ନିର୍ଯ୍ୟାତନା ଘଟଣା : ଜଗତସିଂହପୁର ଅରୁପାନନ୍ଦ କଲେଜ୍ ଅଧ୍ୟକ୍ଷ ଓ ଅଧ୍ୟାପକ ସସପେଣ୍ଡ

ଜଗତସିଂହପୁର : ବାଲେଶ୍ୱରରୁ ବଳଙ୍ଗା ଉଠୁଛି ପଡୁଛି । ଏତିକି ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି । ଜଗତସିଂହପୁର ସ୍ୱାମୀ ଅରୁପାନନ୍ଦ କଲେଜର ଜଣେ ଅଧ୍ୟାପକଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯ୍ୟାତନା ଅଭିଯୋଗ ଉପରେ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଘଟଣାରେ ଅଧ୍ୟକ୍ଷ ଓ
Read More...

ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ ଯିବା ପାଇଁ କାଦୁଅ ପଚ ପଚ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଥିବା ଜର୍ଜଗଡ଼ ଗ୍ରାମରେ ରହିଛି ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ । ପାଇକମାଲ ଛକରୁ ଏହି କାର୍ଯ୍ୟଳୟକୁ ପଡେ ୨କିମି ରାସ୍ତା । ଅଫିସ ପହଁଚିବା ପୂର୍ବରୁ ପ୍ରାୟ ମାତ୍ର ୧୦୦ ଫୁଟ ରାସ୍ତାରେ ସବୁବେଳେ
Read More...

ବୁଧବାରଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି । ୨୩ରୁ
Read More...

ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଉପରେ ଏସଏଲବିସି ଓଡ଼ିଶା ଏବଂ ପିଆଇବି ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀ

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ଆର୍ଥିକ ସେବା ବିଭାଗ ଦ୍ୱାରା ଦେଶବ୍ୟାପୀ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଭିଯାନ ମାଧ୍ୟମରେ ନାଗରିକଙ୍କୁ ସୁଲଭ ବ୍ୟାଙ୍କ ଏବଂ ଆର୍ଥିକ ସେବା
Read More...

ମୌସୁମୀ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

ମୌସୁମୀ ଅଧିବେଶନ ଦେଶ ପାଇଁ ଏକ ଗୌରବର ମୁହୂର୍ତ୍ତ, ଆମ ସାମୂହିକ ସଫଳତାର ଏକ ପ୍ରକୃତ ଉତ୍ସବ : ପ୍ରଧାନମନ୍ତ୍ରୀବିଶ୍ୱ ଦେଶର ସାମରିକ କ୍ଷମତାର ଶକ୍ତି ଦେଖିଛି ; ଅପରେସନ୍ ସିନ୍ଦୁରରେ, ଭାରତୀୟ ସୈନିକମାନେ୧୦୦ ପ୍ରତିଶତ ସଫଳତା ସହିତ ସେମାନଙ୍କର ଉଦ୍ଦେଶ୍ୟ ହାସଲ କରିଛନ୍ତି, ଆତଙ୍କବାଦର
Read More...