Yearly Archives

2025

କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉନ୍ନୟନ କମିଶନର

ରାଉରକେଲା, (ସସ୍ମିତା ପ୍ରଧାନ) : ୧୭ ଡିସେମ୍ବର ୨୦୨୫ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଦୁଇଦିନିଆ ରାଉରକେଲା ଗସ୍ତରେ ଆସି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିବା ସହ ସେଗୁଡିକର ସମୀକ୍ଷା କରିଛନ୍ତି । ପରିଦର୍ଶନ ସମୟରେ ଗୃହ
Read More...

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକଠାରେ ‘ବିକଶିତ ଭାରତ @୨୦୪୭’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ୨୦୪୭
Read More...

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମ ଦ୍ୱିପାକ୍ଷିକ ଇଥିଓପିଆ ଗସ୍ତରେ ଥିବାରୁ, ଏହା ତାଙ୍କ ପାଇଁ ଏକ ବିଶେଷ ସମ୍ମାନ । ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା
Read More...

ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

କାର୍ଯ୍ୟକ୍ରମ ସମ୍ପର୍କରେ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପକ୍ଷରୁ ଦିଆଗଲା ସୂଚନା ଭୁବନେଶ୍ୱର, (ପିଆଇବି) : ଆସନ୍ତାକାଲିଠାରୁ 20 ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ
Read More...

ବରଗଡ଼ ରୋଡ୍ -ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି : ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

• ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି• 138 କିମି ରେଳ ପ୍ରକଳ୍ପ ପାଇଁ 2,622 କୋଟି ଟଙ୍କା ବ୍ୟୟ କରାଯିବ ନୂଆଦିଲ୍ଲୀ, (ପିଆଇବି) : ବରଗଡ଼ ରୋଡ୍ -ନୂଆପଡ଼ା ରୋଡ୍ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି
Read More...

ଚାଷୀମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ଜିଲ୍ଲା କୃଷକ ସଂଘ ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଚାଷୀ ଏବଂ ଚାଷୀ ନେତାମାନଙ୍କୁ ନେଇ ବଲାଙ୍ଗିରରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାରେ କୃଷି ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ଚାଷୀମାନେ ସରକାରଙ୍କ କୃଷି ମାରଣ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଦ୍ୱିତୀୟ ଦିବସ

ଓଡିଶା ବନାମ ହିମାଚଳ ପ୍ରଦେଶସମ୍ବିଦ ବେଜଙ୍କ ଶତକ ହାସଲ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମଙ୍ଗଳବାରର ଅସମାପ୍ତ ପାଳି ୪୪ ରନ୍‌ରୁ ଖେଳ ଆରମ୍ଭ କରି ଓଡିଶା ଦଳ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୭ ଓି୍ୱକେଟ ବିନିମୟରେ ୩୦୮ ରନ୍‌ ସଂଗ୍ରହ କରିଛି । ଫଳରେ ଓଡିଶା ତାର ପ୍ରଥମ ଇନିଂସରେ ୧୨୭
Read More...

ଆନ୍ତର୍ଜାତୀୟ ସ୍ଥାନାନ୍ତରଣ ବା ପ୍ରବାସୀ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୪ ଡିସେମ୍ବର ୨୦୦୦ ରେ, ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ) ବିଶ୍ଵର ବହୁ ପ୍ରବାସୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ୧୮ ଡିସେମ୍ବରକୁ "ଅନ୍ତର୍ଜାତୀୟ ସ୍ଥାନାନ୍ତରଣ ବା ପ୍ରବାସୀ ଦିବସ" ଭାବରେ ପାଳନ ନିଷ୍ପତ୍ତି କରିଥିଲା । ୟୁଏନ୍‌ଜିଏ ସଦସ୍ୟ ରାଷ୍ଟ୍ର
Read More...

ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ : ଲୋଗୋ ଉନ୍ମୋଚନ କଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଟଣା ରାଜ୍ୟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିର ପୀଠର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏନେଇ ଏକ ସ୍ମରଣିକା ପ୍ରକାଶ ପାଇବ, ଧ୍ୱଜା ରୋପଣ ଏବଂ ଫେବୃୟାରୀ ମାସ
Read More...

ଗ୍ରେଟର୍ ବ୍ରହ୍ମପୁର ପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ : ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ ଅଟେ । ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ତଥା ଗ୍ରେଟର୍ ବ୍ରହ୍ମପୁର ଗଠନ
Read More...