Yearly Archives

2025

ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ଦ୍ଵାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜୁନିଅର ରେଡକ୍ରସ
Read More...

ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନ ଶୁଳୀ ପଞ୍ଚାୟତର ସାନ କର୍ଲାକୋଟ ଗ୍ରାମର ଚାଷୀ ମୋହନ ହରିଜନ (୪୦) ଙ୍କ ଅପରାହ୍ନରେ ବଜ୍ରପାତ ହେତୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ହରିଜନ ଅପରାହ୍ନରେ କ୍ଷେତକୁ ଯାଇଥିବା ବେଳେ ପ୍ରବଳ ଘଡଘଡି ସହ
Read More...

କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା : ଜିଲ୍ଲାପାଳଙ୍କୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ

ଭୁବନେଶ୍ଵର : କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା । ଯିଏ ବିକ୍ରି କରିବ ତା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ କାଚ ବୋତଲ ଏବଂ ଟିଣ ବୋତଲରେ ପେଟ୍ରୋଲ ବିକ୍ରି କରି ହେବ । ଏ ସଂପର୍କରେ ସୋମବାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି
Read More...

ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଦେବଗିର ପଞ୍ଚମୁଖେଶ୍ୱର ଶୈବପୀଠରେ କାଉଡିଆଙ୍କ ଭିଡ଼

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ଶ୍ରାବଣ ମାସ ଦ୍ୱିତୀୟ ସୋମବାରରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ବହୁ ପ୍ରସିଦ୍ଧ ପୁରାତନ ଶୈବପୀଠ ଦେବଗିର ପଞ୍ଚମୁଖେଶ୍ୱରରେ କାଉଡିଆଙ୍କ ଭିଡ ଜମିଥିବା ଦେଖିବା ମିଳିଛି । ଏହି ଶୈବପୀଠ ସଦରରୁ ମାତ୍ର ଦୁଇ କିଲୋମିଟର ଦୂରରେ ରହିଥିବା
Read More...

ବଳାତ୍କାର ମାମଲାରେ ଗିରଫ ହେଲେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରା

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୁଲିସ ଗିରଫ କରିଛି । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର
Read More...

ପ୍ରହସନ ପାଲଟିଛି ଜନଶୁଣାଣୀ ଶିବିର : ଅଧିକାରୀ ବିଳମ୍ବରେ ପହଞ୍ଚିବାରୁ ଜନସାଧାରଣ ହନ୍ତସନ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲଠାରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ଏଥିଲାଗି ସକାଳ ୧୦ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ସମୟସୀମା ଧାର୍ଯ୍ୟ କରାଯାଇଥିବା ବେଳେ ୧୨.୩୦ଟାରେ ବିଳମ୍ବରେ ପହଞ୍ଚିଥିଲେ ଜିଲ୍ଲାପାଳ ଓ ଏସ୍‌ପି ।
Read More...

ରାଉରକେଲାରେ ବାଇକ୍ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୭ଜଣଙ୍କୁ ବାନ୍ଧିଲା ପୁଲିସ

ରାଉରକେଲା : ରାଉରକେଲା ସହରରେ ମାତିଛନ୍ତି ବାଇକ୍ ଚୋର । ବିଭିନ୍ନ ଅଞ୍ଚଳରୁ ଗାଡି ଚୋରି କରି ସେଗୁଡ଼ିକୁ ଖଣ୍ଡ ଖଣ୍ଡ କରି ବିକ୍ରି କରୁଥିଲେ । ତେବେ ଏହି ଲୁଟେରା ରାକେଟର ପର୍ଦ୍ଦାଫଶ କରି କରିଛି ପ୍ଲାଣ୍ଟ ସାଇଟ୍ । ସେମାନଙ୍କ ମଧ୍ୟରୁ ୭ଜଣଙ୍କୁ ଗିରଫ କରିଛି ପୁଲିସ । ଅଭିଯୁକ୍ତଙ୍କଠାରୁ
Read More...

ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟଠାରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନୂତନ ଭାବରେ ନାମ ଲେଖା ହୋଇଥିବା ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଜାତୀୟ
Read More...

ନାରୀଙ୍କୁ ନ୍ୟାୟ ଦାବିରେ ଗର୍ଜିଲା ବିଜେଡି

ସମ୍ବଲପୁର : ଛାତ୍ରୀଙ୍କୁ ସୁରକ୍ଷା ଦେବାରେ ଡବଲ ଇଞ୍ଜିନ ସରକାର ବିଫଳ ହୋଇଛନ୍ତି । ଏଭଳି ଦାବି କରି ସୋମବାର ଅର୍ଥାତ୍ ଆଜି ସମ୍ବଲପୁରରେ ଗର୍ଜିଛି ବିଜୁ ଜନତା ଦଳ । ଉତ୍ତରାଞ୍ଚଳ ରାଜସ୍ୱ କମିସନରଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଆଜି ପୂର୍ବାହ୍ନ ୧୧ଟାରେ ସମ୍ବଲପୁର ସହରର ଜେଲ୍ ଛକ,
Read More...

ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଭିକମପାଲି ଶାଖାରୁ ଡକାୟତି

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଲୀ ଥାନା ଅନ୍ତର୍ଗତ ଭିକମପାଲି ଚିଖିଲାପଲି ଛକରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ସୋମବାର ଡକାୟତି ହୋଇଛି । ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରାଇ ଲୁଟ କରିଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । କେତେ ଟଙ୍କା
Read More...