Yearly Archives

2025

ବାଇକ୍‌କୁ ଧକ୍କା ଦେଲା ସରକାରୀ ବସ : ୩ ଗୁରୁତର

ଅନୁଗୁଳ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ ନିକଟରେ ଏକ ସରକାରୀ ବସ ବାଇକ୍‌କୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ସ୍ୱାମୀ ସ୍ତ୍ରୀଙ୍କ ସମେତ ୩ ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତରମାନେ ହେଲେ ରାଇଝରଣ ସିତିରାସାହିର ବୈଷ୍ଣବ
Read More...

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ
Read More...

ଦୁର୍ଗା ପୂଜା କମିଟି ପୁର୍ନଗଠିତ

ଜୟପାଟଣା, (ଶେଷଦେବ ବେହେରା) : ସାର୍ବଜନୀନ ଦୁର୍ଗା ପୂଜା କମିଟି ଜୟପାଟଣା ଚଳିତ ବର୍ଷ ପାଇଁ ପୁର୍ନଗଠିତ ହୋଇଯାଇଛି । ଗତ ୧୮ ତାରିଖ ଦିନ ସହ ଅନୁଷ୍ଠିତ ବୈଠକରେ ସର୍ବସମ୍ମତି କ୍ରମେ ସଭାପତି ପଦବୀ ପାଇଁ ସୌଦାମିନୀ ଦ୍ଵିବେଦୀ, ଆଇନଜୀବୀଙ୍କୁ ଦ୍ଵିତୀୟ ଥର ପାଇଁ ମନୋନୀତ କରାଯାଇଥିଲା ।
Read More...

ସୁନାମୁଦୀ ବାପୁଜୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ଆଜି ସ୍ଥାନୀୟ ବାପୁଜୀ ଉଚ୍ଚ ବିଦ୍ୟାଳୟ ସୁନାମୁଦିଠାରେ କନକବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସୁବର୍ଣ୍ଣ ଜୟନ୍ତୀ ଲଗୋ ଉନ୍ମୋଚିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପାଟଣାଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ
Read More...

“ବୃକ୍ଷ ହିଁ ଜୀବନ ବୃକ୍ଷ” ହିଁ ମିତ୍ର ଏବଂ ବୃକ୍ଷ ହିଁ ଦେବତା

ରାଉରକେଲା, (ସସ୍ମିତା ପ୍ରଧାନ) : "ବୃକ୍ଷ ହିଁ ଜୀବନ", ବୃକ୍ଷ ହିଁ ମିତ୍ର ଏବଂ ବୃକ୍ଷ ହିଁ ଦେବତା "ଏହି ଚେତନା ମଣିଷ ଭିତରେ ଅବସରି ଯାଉଛି । ହୁଏତ ତାରି ପରିଣତି ମଣିଷଙ୍କୁ ଭୋଗିବାକୁ ପଡିଛି, ଯେଉଁଭଳି ଭାବରେ ତାପମାତ୍ରା ବଢ଼ିବାରେ ଲାଗିଛି । ଏହି ଚେତନାକୁ ପୁନଃ ଜାଗ୍ରତ କରିବା ପାଇଁ
Read More...

ଟାଙ୍ଗରପାଲି ବ୍ଲକଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ
Read More...

ମହିଳା ଚାଷୀ ସମାବେଶ

ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ନଅଗାଁ(ଖ) ସ୍ଥିତ ପଲ୍ଲୀ ଆଲୋକ ପାଠାଗାର କାର୍ଯ୍ୟାଳୟଠାରେ ନୁନିଆପାଲି, ଝରଣିପାଲି ଓ ନଅଗାଁ(ଖ)ର ମହିଳା କୃଷକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେଇଯାଇଛି । ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ
Read More...

ରୋଗୀଙ୍କୁ ଫଳ ବଣ୍ଟନ କଲେ ସତ୍ୟର ସ୍ଵର ପରିବାର

କେସିଙ୍ଗା, (ପ୍ରୀତେଶ ପଟେଲ ) : ସାମାଜିକ ଗଣମାଧ୍ୟମ "ସତ୍ୟ ର ସ୍ୱର " ପରିବାର ପକ୍ଷରୁ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା । ସତ୍ୟର ସ୍ୱର ପରିବାରର ମୁଖ୍ୟ ସଂଗ୍ରାମ କେଶରୀ ଦେଓଙ୍କ ପୁଅ ଅଂଶୁମାନ ଦେଓ ଏବଂ ସତ୍ୟର ସ୍ୱର
Read More...

ଗରିବ ଭାଇ ଭଉଣୀଙ୍କୁ ଫିଡ୍‌ର ଶିକ୍ଷା ସହାୟତା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଦାତବ୍ୟ ଅନୁଷ୍ଠାନ ଫିଡ (ଫାଉଣ୍ଡେସନ୍ ଫର୍ ଏଜୁକେସନାଲ୍ ଏଣ୍ଡ୍ ଇକୋନୋମିକ୍ ଡେଭେଳପମେଣ୍ଟ୍) ତରଫରୁ ବିଜେପୁର ବ୍ଲକ ଅନ୍ତର୍ଗତ ସୁରୁବାଳି ଗ୍ରାମର କୁମାରୀ ଦୀପିକା ସୁନା ଏବଂ ତାଙ୍କ ଭାଇ ଇପକ ସୁନାଙ୍କୁ ଉଚ୍ଚଶିକ୍ଷା ପାଇଁ ଆର୍ଥିକ ସହାୟତା ପ୍ରଦାନ
Read More...

ସ୍ୱାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୨୧ ଜୁଲାଇ ୨୦୨୫: ୭୯ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଆଇଟିଡିଏ ସମ୍ମିଳନୀ କକ୍ଷଠାରେ ଆଜି ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ରାଉରକେଲା ମହାନଗର ନିଗମର ଆୟୁକ୍ତ ଆଶୁତୋଷ କୁଲକର୍ଣ୍ଣୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Read More...