ଟ୍ରାକ୍ଟର ଚାଳକର ଅସାବଧାନତା ଯୋଗୁଁ ଚାଲିଗଲା ଯୁବକଙ୍କ ଜୀବନ
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା । ବେପରୁଆ ଟ୍ରାକ୍ଟର ଚାଳକର ଅସାବଧାନତା ଯୋଗୁଁ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା । ଫଳରେ ଡାଲାରେ ଥିବା ସେଣ୍ଟ୍ରିଙ୍ଗ ପାଇଁ ଯାଉଥିବା ସାମଗ୍ରୀ ବାଇକ ଚାଳକ ଉପରେ ପଡ଼ିଥିଲା!-->…
Read More...
Read More...