Yearly Archives

2025

ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତାଫା ଦିଅନ୍ତୁ : ନରସିଂହ

ଶାନ୍ତିପୂର୍ଣ୍ଣ ହରତାଲ ପାଇଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ନରସିଂହ ବଲାଙ୍ଗିର, (କେପିଏନ୍‌ଏସ୍‌) : ନାରୀ ନିର୍ଯ୍ୟାତନା, ଧର୍ଷଣ, ଅତ୍ୟାଚାର ଘଟଣା ରାଜ୍ୟ ରେ ଚରମ ସୀମାରେ ପହଂଚିଛି । ସରକାରକୁ ବାରମ୍ବାର ସତର୍କ କଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି । ନିର୍ଯ୍ୟାତିତା
Read More...

ସୌମ୍ୟଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ଜଡିତ ଅଭିଯୁକ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଭଞ୍ଜସେନା ପକ୍ଷରୁ ଏଫ୍ଏମ୍ କଲେଜ ଛାତ୍ରୀ ସ୍ୱର୍ଗତ ସୌମ୍ୟଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ଜଡିତ ଅଭିଯୁକ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଓ ମୟୂରଭଞ୍ଜ ଜିଲ୍ଲାରେ ଅସହାୟ ଓ ଅବହେଳିତ ହୋଇପଡିଥିବା ନାରୀମାନଙ୍କ ସୁରକ୍ଷା ଦାବିରେ ପୂର୍ବ ଘୋଷିତ
Read More...

ମୁରିବାହାଲରେ କଂଗ୍ରେସର ୧୨ଘଣ୍ଟିଆ ବନ୍ଦ ପାଳନ ସମ୍ପୁର୍ଣ୍ଣ ଶାନ୍ତିପୂର୍ଣ୍ଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବାଲେଶ୍ଵର ଫକୀରମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ସ୍ୱର୍ଗତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବୀରେ କଂଗ୍ରେସ ଓ ତାର ସହଯୋଗୀ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନେତୃତ୍ୱରେ ଆଜି ୧୨ଘଣ୍ଟିଆ ସମ୍ପୂର୍ଣ୍ଣ ଓଡ଼ିଶା ବନ୍ଦ
Read More...

ପଦ୍ମପୁର ଉପଖଣ୍ଡରେ ଓଡିଶା ବନ୍ଦ ସଫଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବାଲେଶ୍ଵର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୁଦ୍ଧରେ କଂଗ୍ରେସ ଦଳ ପକ୍ଷରୁ ଓଡିଶା ବନ୍ଦ ଡାକରାରେ ସମଗ୍ର ଓଡିଶା ବନ୍ଦ ରହିଥିବା ବେଳେ ଆଜି ପଦ୍ମପୁରରେ ତାହାର ପ୍ରଭାବ ଦେଖିବାକୁ
Read More...

ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର : ଜିଏମ୍ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ

ସମ୍ବଲପୁର : ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ଚେତିଲେ ସରକାର । ସମ୍ବଲପୁର ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟରେ ଆକ୍ସନ । ଛାତ୍ରୀ ନିର୍ଯ୍ୟତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଅଧ୍ୟାପକଙ୍କୁ ବାନ୍ଧିଛି ପୁଲିସ । ସୂଚନା
Read More...

ବଙ୍ଗୋମୁଣ୍ଡା ଅଞ୍ଚଳର ସାହାରା ଜମାକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳର ସାହାରା ଜମାକାରୀମାନେ ସାମ୍ବାଦିକ ସମ୍ମିଳନୀରେ ଜମା ଟଙ୍କା ଶୀଘ୍ର ପ୍ରଦାନ ଦାବି କରିବା ସହ ଆନ୍ଦୋଳନର ଚେତାବନୀ ଦେଇଥିଲେ । ବଙ୍ଗୋମୁଣ୍ଡା ଅଞ୍ଚଳର ଶହ ଶହ ଜମାକାରୀଙ୍କ ଜମା ଟଙ୍କା ବର୍ଷ ବର୍ଷ ପରେ
Read More...

ଜମଲା ଡିଗ୍ରୀ କଲେଜରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଡିଗ୍ରୀ କଲେଜ ଜମଲାରେ ଏକ ଦିବସୀୟ ଆଲୋଚନା ଚକ୍ର ଆଜି ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡକ୍ଟର ସ୍ଵାଧୀନ ଚନ୍ଦ୍ର ପଧାନଙ୍କ ତତ୍ତ୍ଵାବଧାନରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ
Read More...

ପୁଣି ଜଣେ ଛାତ୍ର ଆତ୍ମହତ୍ୟା ଅଭିଯୋଗ : ହଷ୍ଟେଲ୍ ରୁମ୍‌ରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଣପୁର : ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ତମ୍ବି ତୋଫାନ ଚାଲିଥିବା ବେଳେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗ । ରାୟଗଡ଼ା ଜିଲ୍ଲା ଗୁଣପୁରର ଏକ ଘରୋଇ ବିଶ୍ଵବିଦ୍ୟାଳୟର ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ହଷ୍ଟେଲ ରୁମ୍‌ରୁ ଛାତ୍ରଙ୍କ ମୃତଦେହ
Read More...

ଓଡିଶା ବନ୍ଦର ପ୍ରଭାବ କେସିଙ୍ଗାରେ ସଫଳ : ଅଖଚକ ସବୁ ବନ୍ଦ

କେସିଙ୍ଗା, (ପ୍ରୀତେଶ ପଟେଲ) : ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଛନ୍ତି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ସ୍ଥିତ ପ୍ରାଣୀ ଚିକିତ୍ସାଳୟ ନିକଟରେ କଂଗ୍ରେସ ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ
Read More...

ଜୟପାଟଣାରେ ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ

ଜୟପାଟଣା, (ଶେଷଦେବ ବେହେରା) : ଫକିର ମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ଜାତୀୟ କଂଗ୍ରେସ ଦ୍ଵାରା ବାର ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଜୟପାଟଣା ବ୍ଲକ ବନ୍ଦ ଡାକରା ମଧ୍ୟ ସମ୍ପୂର୍ଣ୍ଣ ସଫଳ ହୋଇଥିବା ଦେଖିବାକୁ ମିଳିଛି । ବଡି ସକାଳୁ ଯାନ ବାହନ ଚଳା
Read More...